ବଡ଼ ଖବର: ବିଜେଡି ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ ନାଁ ଘୋଷଣା ହୋଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲାରେ କିଏ ହେଲେ ବିଜେଡି ସଭାପତି।

 

Image

ପୁରୀ ଜିଲା ବିଜେଡି ସଭାପତି ଭାବେ ଉମା ସାମନ୍ତରାୟ ନିର୍ବାଚିତ ହେଇଛନ୍ତି । ସେହିପରି ବରଗଡ଼ ଜିଲା ପାଇଁ ସୁଶାନ୍ତ ମହାପାତ୍ର, ଭଦ୍ରକ ଜିଲା ପାଇଁ ଜଗନ୍ନାଥ ସ୍ବାଇଁ, ବୌଦ୍ଧ ଜିଲା ପାଇଁ ପୂର୍ବତନ ବାଚସ୍ପତି ପ୍ରଦୀପ ଅମାତ ଦେବଗଡ଼ର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ ମୁଦୁଲି, ଯାଜପୁର ପାଇଁ ସରୋଜ ମହାପାତ୍ର, ଝାରସୁଗୁଡା ପାଇଁ ହରିଶ ଗଣତ୍ରା, କନ୍ଧମାଳ ପାଇଁ ପଦ୍ମନାଭ ବେହେରା ଆଉ ମାଲକାନଗିରିରେ ମାନସ ମାଡକାମୀ ବିଜେଡି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ ବଡ଼ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାରରେ ଅସମ୍ଭାଳ ଭିଡ, ଟ୍ରମ୍ପ ବି କଲେ ଶେଷ ଦର୍ଶନ

ଭାଟିକାନ ସିଟି,୨୬।୪: ଭାରତୀୟ ସମୟ ଅନୁସାରେ ଶନିବାର ଅପରାହ୍ନରେ ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ସେଣ୍ଟ ପିଟର୍ସ ବାସିଲିକା...

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର...

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର...

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ

ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି...

ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର

ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି...

କାଳବୈଶାଖୀ ପ୍ରଭାବ: ଘରଉପରେ ପଡ଼ିଲା ଗଛ

ରାଇକିଆ,୨୪।୪:(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା...

Kashmir Pahalgam Terrorists Attack Update: ପହଲଗାମ ପରେ କଶ୍ମୀରରେ ହୋଇପାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ!

ନୂଆଦିଲ୍ଲୀ,୨୬।୪: ପହଲଗାମର ବୈସାରନ ଉପତ୍ୟକାରେ ନିରୀହ ପର୍ଯ୍ୟଟକଙ୍କ ହତ୍ୟା ପରେ ମଧ୍ୟ ପାକିସ୍ତାନ ନିରନ୍ତର ଘୃଣ୍ୟ କାର୍ଯ୍ୟକଳାପ ଚଳାଇଛି। ୨୫ ଏବଂ ୨୬ ତାରିଖ ରାତିରେ,...

କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଦାବିପତ୍ର

କେସିଙ୍ଗା,୨୬ା୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। କିନ୍ତୁ ୱାର୍ଡ ନଂ.୧୧ରେ କଲ୍ୟାଣ ମଣ୍ଡପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image