ବଡ଼ ଖବର: ତାରାଙ୍କୁ ଉଠାଇନେଲା ପୋଲିସ, ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୭।୩: ଲୋୟର ପିଏମଜିରେ ମୁହାଁମୁହିଁ ହୋଇଛନ୍ତି ପୋଲିସ-କଂଗ୍ରେସ। ଲୋୟର ପିଏମଜିରେ ଲାଠିଚାର୍ଜ । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି । ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଛନ୍ତି କଂଗ୍ରେସ କର୍ମୀ । ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୋଲିସ ଛାଉଣୀ ହୋଇଛି । ଧସ୍ତାଧସ୍ତିରେ କିଛି ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି ।

ଏହାରି ଭିତରେ ବଡ଼ ଖବର ଆସିଛି। ତାରାଙ୍କୁ ଗିରଫ କରିଛି ପୋଲିସ। କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ଉଠାଇନେଇଛି ପୋଲିସ।  କଂଗ୍ରେସ କର୍ମୀଙ୍କୁ ପୋଲିସ ଲାଠିଚାର୍ଜ କରିଛି। ବ୍ୟାରିକେଡ ଭାଙ୍ଗିବା ବେଳେ ଲାଠିଚାର୍ଜ ହୋଇଛି। ଲାଠିଚାର୍ଜବେଳେ ଚେୟାର ଫୋପାଡ଼ିଛନ୍ତି କଂଗ୍ରେସ କର୍ମୀ। ପୋଲିସ ଉପରକୁ ଟେକାପଥର ଓ ଟମାଟୋ ମାଡ଼ କରିଛି କଂଗ୍ରେସ। ପୋଲିସର ଶେଷ B ବ୍ୟାରିକେଡ ଭାଙ୍ଗିବାକୁ କଂଗ୍ରେସ ଚେଷ୍ଟା କରିଛି। ଯାହାଦ୍ୱାରା ବିଧାନସଭା ଘେରାଉ କରିପାରିବ।

ଲୋୟର ପିଏମଜିରେ ମୁହାଁମୁହିଁ ହେଲେ ପୋଲିସ ଓ କଂଗ୍ରେସ କର୍ମୀ । ପରିସ୍ଥିତି ଅଣାୟତ୍ତ ହେବାରୁ ଲାଠିଚାର୍ଜ କଲା ପୋଲିସ । ପୋଲିସ ଉପରକୁ କଂଗ୍ରେସକର୍ମୀଙ୍କୁ ପଥରମାଡ଼ । ଚେୟାର ସହ ବୋତଲ ଫିଙ୍ଗିଲେ କର୍ମୀ । ଲୋୟର ପିଏମଜିରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । କଂଗ୍ରେସ କର୍ମୀଙ୍କୁ ଘଉଡ଼ାଇବାକୁ ପାଣିମାଡ଼ କରୁଛି ପୋଲିସ ।  ପୋଲିସ୍‌ଙ୍କ ଉପରକୁ  କର୍ମୀ ଫିଙ୍ଗିଲେ ଢ଼େଲା ଏବଂ ଚେୟାର ।


Enter your email to get our daily news in your inbox.

All Right Reserved By Dharitri.Com

ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ଜାତୀୟ ତାଲିକାରେ ସାମିଲ ହେଲା ରଥଯାତ୍ରା, ବାଲିଯାତ୍ରା

ଭୁବନେଶ୍ୱର, ୩୧।୩: ମହାପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା ଏବଂ କଟକର ଐତିହାସିକ ବାଲି ଯାତ୍ରାକୁ ସଙ୍ଗୀତ ନାଟକ ଏକାଡେମୀର ‘ଜାତୀୟ ଅମୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକା’ରେ...

ନାବାଳିକାଙ୍କୁ ବଳାତ୍କାର: ୨୩ ଦିନ ପରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୁରୀ,୩୧।୩: ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅସ୍ତରଙ୍ଗ ଥାନା ପୋଲିସ...

ରେଳ ଇଞ୍ଜିନକୁ ପଥର ଫିଙ୍ଗିଥିଲେ, ପରେ…

ବନ୍ଧମୁଣ୍ଡା,୩୧ା୩(ସୁବ୍ରତ ଦେ): ବନ୍ଧମୁଣ୍ଡା ରେଳ ସେକ୍ସନର ଡୁମେରତା ରେଳ ଷ୍ଟେଶନ ନିକଟସ୍ଥ ୨ ନମ୍ବର ରେଳ ଫାଟକ ନିକଟରେ ରେଳ ଇଞ୍ଜିନରେ ପଥର ଫିଙ୍ଗି ଇଞ୍ଜିନର...

ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ

ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା...

ଏପ୍ରିଲ୍‌ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ।...

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ...

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image