ଅନୁଭବଙ୍କୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୬।୫: ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି । କେନ୍ଦ୍ରାପଡା ଏମପି ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି ମିଳିଛି । ଆଉ ଗିରଫ ହେବେନି ଅନୁଭବ । ଅନୁଭବଙ୍କ ଗିରଫଦାରୀ ଉପରେ ରୋକ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ । କଟକ JMFC କୋର୍ଟ ଅନୁଭବ ମହାନ୍ତିଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ଜାମିନ ବିହୀନ ଗିରଫ ପରଓ୍ବାନା ମଧ୍ୟ ଜାରି କରିଥିଲେ ।

ତେବେ JMFC କୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଅନୁଭବ ମହାନ୍ତି । ଆଉ କୋର୍ଟ ତାଙ୍କୁ ଆଶ୍ବସ୍ତି ଦେଇଛନ୍ତି । ତଳ କୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ । JMFC କୋର୍ଟ ଅନୁଭବଙ୍କୁ ଆତ୍ମସମର୍ପଣ ପାଇଁ ନିର୍ଦେଶ ଦେଇଥିଲେ । କେବଳ ଅନୁଭବ ନୁହଁନ୍ତି ତାଙ୍କର ଦୁଇ ସହଯୋଗୀଙ୍କ ବିରୋଧରେ ମଧ୍ୟ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି କରିଥିଲେ କୋର୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri