ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା

ଖୋର୍ଦ୍ଧା,୩୧।୫(ପ୍ରଭାତ ପାଣିଗ୍ରାହୀ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା ଲାଗିଛି। ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଜାମିନକୁ ନାମଞ୍ଜୁର କରିଛନ୍ତି। ଏନେଇ ପ୍ରଶାନ୍ତଙ୍କ ଓକିଲ ସୂଚନା ଦେଇଛନ୍ତି।

ଗତ ଶନିବାର ବୋଲଗଡ ବ୍ଲକ କାଉଁରିପାଟଣା ୧୧୪ନମ୍ବର ବୁଥରେ ଇଭିଏମ ଭଙ୍ଗାରୁଜା ନେଇ ପ୍ରିଜାଇଡିଂ ଅଫିସରଙ୍କ ଅଭିଯୋଗକୁ ଆଧାର କରି ପୋଲିସ ପ୍ରଶାନ୍ତଙ୍କୁ ଗିରଫ କରି ଜେଲ ପଠାଇଥିଲା। ପ୍ରଶାନ୍ତଙ୍କ ପକ୍ଷରୁ ହାଇକୋର୍ଟ ଓକିଲ ପିତାମ୍ବର ଆଚାର୍ଯ୍ୟ ଏବଂ ସରକାରୀ ଓକିଲ ରଜନୀ ପଟ୍ଟନାୟକ ଯୁକ୍ତି ବାଢିଥିଲେ। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ କୋର୍ଟ ତାଙ୍କ ଜାମିନ ଖାରଜ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ସରକାରୀ ଓକିଲ ରଜନୀ ପଟ୍ଟନାୟକ।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri