Posted inଜାତୀୟ

ଶିବସେନାକୁ ବଡ଼ ଝଟ୍‌କା: ସମର୍ଥନ ପ୍ରତ୍ୟାହାର କଲା ସିନ୍ଦେ ଗୋଷ୍ଠୀ

ମୁମ୍ବାଇ,୨୭।୬:ମହାରାଷ୍ଟ୍ର ରାଜନୀତି ଏବେ ରୋଚକ ମୋଡରେ ପହଞ୍ଚିଛି। ସୋମବାର ବିଦ୍ରୋହୀ ଶିବସେନା ବିଧାୟକ ଏକନାଥ ସିନ୍ଦେ ଗୋଷ୍ଠୀ ମହା ବିକାଶ ଅଘାଡି(ଏମ୍‌ଭିଏ) ସରକାରରୁ ସମର୍ଥନ ପ୍ରତ୍ୟାହାର କରିଛି। ଫଳରେ ଏବେ ଉଦ୍ଧବ ସରକାର ସଂଖ୍ୟାଲଘୁରେ ପରିଣତ ହୋଇଛି।
ଏକନାଥ ସିନ୍ଦେ ତାଙ୍କ ଗୋଷ୍ଠୀକୁ ପ୍ରକୃତ ଶିବସେନା ବୋଲି କହୁଛନ୍ତି। ଅନ୍ୟପକ୍ଷରେ ଶିବସେନାକୁ ସମର୍ଥନ କରୁଥିବା ବିଧାୟକଙ୍କ ସଂଖ୍ୟା ୫୦ ଅତିକ୍ରମ କରିବ ବୋଲି ସିନ୍ଦେ ଦାବି କରିଛନ୍ତି। ତେବେ ସମର୍ଥନ ପ୍ରତ୍ୟାହାର ପରେ ସେ କାହାକୁ ସମର୍ଥନ କରିବେ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଛି।
ଏସବୁ ଭିତରେ ଏମ୍‌ଏନଏସ୍‌ ମୁଖ୍ୟ ରାଜ ଠାକରେ ଏହି ସଙ୍କଟ ଭିତରକୁ ଏଣ୍ଟ୍ରି କରିଛନ୍ତି। ଏକନାଥ ସିନ୍ଦେ ଫୋନରେ ଦୁଇଥର ଏମ୍‌ଏନଏସ୍‌ ମୁଖ୍ୟ ରାଜ ଠାକରେଙ୍କ ସହ କଥା ହୋଇଛନ୍ତି। ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ସମ୍ପର୍କରେ ଉଭୟଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କଠାରୁ...

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୨୩ା୧୧: ବାୟୁ ଗୁଣବତ୍ତା ସୂଚକାଙ୍କ ସ୍ତର ନିମ୍ନଗାମୀ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ -ଏନ୍‌ସିଆର୍‌ରେ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ (ଜିଆର୍‌ଏପି) ଚତୁର୍ଥ ପର୍ଯ୍ୟାୟ...

ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ, ୮ଟାରେ ପୋଷ୍ଟାଲ ବାଲଟ ଗଣନା

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟଗଣତି ଶନିବାର ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଉଭୟ ରାଜ୍ୟରେ ଶାସକ ଓ...

ରାଜି ଥିଲେ ଘର ଲୋକେ, ପଡ଼ିଥାନ୍ତା ହାତଗଣ୍ଠି…ହେଲେ ହଳଦୀ ଉତ୍ସବ ଦିନ କାହିଁକି ପଙ୍ଖାରେ ଝୁଲି ପଡ଼ିଲେ ବରକନ୍ୟା?

ଲକ୍ଷ୍ନୌ,୨୨।୧୧: ୩ ବର୍ଷର ପ୍ରେମସମ୍ପର୍କ। ପରିବାର ଲୋକେ ରାଜି ହେବା ପରେ ବିବାହର ଦିନ ସ୍ଥିର ହୋଇଥିଲା। ଆଉ ଦି ଦିନ ପରେ ପଡ଼ିଥିଲା ହାତଗଣ୍ଠି।...

ବିଶେଷଜ୍ଞଙ୍କ ବଡ଼ ଆକଳନ, ମହାରାଷ୍ଟ୍ରରେ ଏହି ଦଳ କରିବ ରାଜ୍‌!

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପ୍ରତିଷ୍ଠାତା ୟଶୱନ୍ତ ଦେଶମୁଖ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ବା ମହାୟୁତି...

ଏଥର ମହାରାଷ୍ଟ୍ର ଉଡାଇବ ହୋସ୍‌, ଜଣାପଡିଲା ଅସଲ ଖେଳ!

ନୂଆଦିଲ୍ଲୀ,୨୨।୧୧: ରାତି ପାହିଲେ ମହାରାଷ୍ଟ୍ର-ଝାଡଖଣ୍ଡର ଆସିବ ରେଜଲ୍ଟ। ଏନେଇ ଏବେଠାରୁ ନେତାଙ୍କ ଛାତି ଧକ୍‌ ଧକ୍‌ ହେଲାଣି। ସେପଟେ ନୂଆ ନୂଆ ଆସିଥିବା ଏକଜିଟ୍‌ ପୋଲ୍‌...

ମଣିପୁରରେ ହିଂସା ମଧ୍ୟରେ ବଡ଼ ଖୁଲାସା: ୧୫ ରୁ ୨୦ ବର୍ଷର ଯୁବତୀଙ୍କୁ ଦିଆଯାଉଛି ଅସ୍ତ୍ରଶସ୍ତ୍ର ଚଳାଇବାର ଟ୍ରେନିଂ 

ଇମ୍ଫାଲ,୨୨।୧୧: ପୁଣି ଥରେ ହିଂସାର ନିଆଁରେ ଜଳୁଛି ମଣିପୁର। ନିକଟରେ ମେଟେଇ ସମ୍ପ୍ରଦାୟର ମହିଳା ଏବଂ ଶିଶୁଙ୍କ ମୃତଦେହ ମିଳିବା ପରେ ରାଜ୍ୟରେ ହିଂସା ଆରମ୍ଭ...

ରେଜଲ୍ଟ ପୂର୍ବରୁ ଝାଡଖଣ୍ଡରେ ହୋଇଗଲା ଭିତିରିଆ ଖେଳ!

ରାଞ୍ଚି,୨୨।୧୧: ଆଜି ରାତି ପାହିଲେ ଝାଡଖଣ୍ଡ-ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପ୍ରକାଶ ପାଇବ। ରାଜ୍ୟରେ ୮୧ଟି ଆସନରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇସାରିଛି। ଏଠାରେ ଭାଜପା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri