ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଏହାର ପ୍ରଭାବରେ ବର୍ଷାର ପ୍ରକୋପ କମିବ। ଆଜିଠୁ ପାଗ ବଦଳିବାର ସମ୍ଭାବନା ରହିଥିବାବେଳେ କୁହୁଡି ବଢିବ। ଏହାସହ ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଦିଆଯାଇଛି। ଏହି ଜିଳାଗୁଡିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ଯାଜପୁର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବରଗଡ ରହିଛି।
ସୂଚନାଯୋଗ୍ୟ, ଗତ କିଛିଦିନ ହେବ ଲଗାତର ବର୍ଷା ଯୋଗୁ ଜନଜୀବନ ଅନ୍ତବ୍ୟସ୍ତ ହୋଇପଡିଛି। ଧାନ ଅମଳ ସମୟ ହୋଇଥିବାରୁ ଚାଷୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri