‘ବିଗ୍‌ ବସ୍‌ ଓଟିଟି ୩’ର ବିଜେତା ହେଲେ ସନା ମକବୁଲ, ଟ୍ରଫି ସହ ମିଳିଲା ଏତିକି ଲକ୍ଷ ଟଙ୍କା

ମୁମ୍ବାଇ: ଶୁକ୍ରବାର ଅନୁଷ୍ଠିତ ‘ବିଗ୍‌ ବସ୍‌ ଓଟିଟି ୩’ର ଫାଇନାଲରେ ସନା ମକବୁଲ ଟ୍ରଫି ଜିତିଛନ୍ତି। ଫାଇନାଲରେ ଟପ୍‌-୫ ଫାଇନାଲିଷ୍ଟ ରଣବୀର ଶୋରି, ନାଜି, ସାଇ କେଟାନ ରାଓ, ସାନା ମାକବୁଲ ଏବଂ କ୍ରୁିତିକା ମଲିକ ଥିଲେ। ତେବେ ରାପର୍‌ ନାଜି ‘ବିଗ୍‌ ବସ୍‌ ଓଟିଟି ୩’ର ରନର୍‌ ଅପ ହୋଇଛନ୍ତି। ସନା ରାପର୍‌ ନାଜିଙ୍କୁ ପରାସ୍ତ କରି ସିଜନ ୩ର ଟ୍ରଫି ହାତେଇଛନ୍ତି। ଟ୍ରଫି ସହିତ ସନାଙ୍କୁ ମଧ୍ୟ ୨୫ ଲକ୍ଷ ଟଙ୍କା ମିଳିଛି। ‘ବିଗ୍‌ ବସ୍‌ ଓଟିଟି ୩’ର ବିଜେତା ହେବା ପରେ ସନା ବେଶ୍‌ ଖୁସି ଦେଖାଯାଉଥିଲେ। ଏବେ ପ୍ରଶଂସକମାନେ ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଉଛନ୍ତି।

ସନା ଜଣେ ପ୍ରସିଦ୍ଧ ଟିଭି ଅଭିନେତ୍ରୀ। ସେ ତେଲୁଗୁ ଏବଂ ତାମିଲ ଚଳଚ୍ଚିତ୍ରରେ ମଧ୍ୟ କାମ କରିଛନ୍ତି। ସେ ୨୦୦୯ରେ ‘MTV scotty teen diva’ରେ ଭାଗ ନେଇଥିଲେ। ୨୦୨୧ରେ ଖତରୋ କେ ଖିଲାଡି ୧୧ରେ ସନାଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣରେ ପାକିସ୍ତାନୀ କ୍ରିକେଟରଙ୍କ ଲିଙ୍କ୍‌! ଚମକାଇଲା Fact Check

କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ଜମ୍ମୁ କାଶ୍ମୀରରେ ଭାରତୀୟ ସେନା ସର୍ଚ୍ଚ ଅପରେସନ୍ ଚଳାଇଛି। ଏହା...

ଆତଙ୍କବାଦୀଙ୍କୁ ମାସକୁ ମିଳେ ୫୦ହଜାର ଯାଏ ଦରମା, ଜାଣନ୍ତି କି କେଉଁ ଯୋଗ୍ୟତାରେ ହୁଅନ୍ତି ନିଯୁକ୍ତି?

ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣ ପୁଣି ଥରେ କଶ୍ମୀର ଉପତ୍ୟକାର ଶାନ୍ତି ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରୁଥିବା ପରି ମନେ...

ପାକିସ୍ତାନ ସେନା ବିମାନରେ ଲାଗିଗଲା ନିଆଁ, ଭିଡିଓ ଭାଇରାଲ

ଇସଲାମବାଦ,୨୬।୪: ପାକିସ୍ତାନରୁ ଆସିଛି ବଡ଼ ଖବର। ଲାହୋର ବିମାନବନ୍ଦରରେ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଏହି କାରଣରୁ ସମସ୍ତ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୂଚନା...

ପ୍ରବଳ ଗରମରେ ପିଉଛନ୍ତି କି ଆଖୁରସ? ସ୍ବାସ୍ଥ୍ୟ ପ୍ରତି ହୋଇପାରେ ଘାତକ, ଜାଣି ରଖନ୍ତୁ…

ଆଖୁରସ ଏମିତି ଏକ ପାନୀୟ, ଯାହା ଶରୀରକୁ ତୁରନ୍ତ ଶକ୍ତି ପ୍ରଦାନ କରେ। ସେଥିପାଇଁ ଆମ ମଧ୍ୟରୁ ଅନେକ ଏହାକୁ ପିଇବାକୁ ପସନ୍ଦ କରନ୍ତି। ଏହା...

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ...

ଯୁଦ୍ଧ ନାଁ ଶୁଣି ଥରହର TRF ମୁଖ୍ୟ, ଭିଡିଓ ଜାରି କରି ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଲସ୍କର କମାଣ୍ଡର ସୈଫୁଲ୍ଲା କସୁରୀ ଆକ୍ରମଣର ଦୋଷ ନେବାକୁ ମନା କରିଦେଇଛନ୍ତି। ଏହା ପରେ, ଦି ରେଜିଷ୍ଟାନ୍ସ ଫ୍ରଣ୍ଟ...

ଆମେ ଭାରତ ସହ ଅଛୁ..ଭାରତକୁ ସହଯୋଗର ହାତ ବଢାଇଲା ଆମେରିକା ଗୋଇନ୍ଦା ବିଭାଗ

ଓ୍ବାଶିଂଟନ,୨୬।୪:ପହଲଗାମ୍‌ ଆକ୍ରମଣରେ ୩ ଦିନ ପରେ ଆମେରିକାର ଜାତୀୟ ଗୋଇନ୍ଦା ନିର୍ଦ୍ଦେଶିକା ତୁଲସୀ ଗାବ୍ବାର୍ଡ ଭାରତର ଆତଙ୍କବାଦ ନିରୋଧୀ ଅଭିଯାନକୁ ସମର୍ଥନ ଜଣାଇଛନ୍ତି। ଏକ ସୋସିଆଲ...

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image