Categories: ଜାତୀୟ

ବିହାର ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ପାଟନା,୧୦।୧: ବିହାର ମୁଖ୍ୟମନ୍ତ୍ରୀ  ନୀତିଶ କୁମାର କୁମାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ବର୍ତ୍ତମାନ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ସତର୍କତା ଅବଲମ୍ବନ କଲେ କରୋନା ସଂକ୍ରମଣ ରୋକାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି।

Share