Posted inଜାତୀୟ

‘ଆମ ସରକାର ଭାଙ୍ଗି ଦିଅ, କେନ୍ଦ୍ର ସରକାର ତୁମ ଉପରେ ଖୁସି ହେବେ’

ପାଟନା,୨୮।୮: ବିହାରରେ ଜେଡିୟୁ ଭାଜପା ସହ ସମ୍ପର୍କ ଭାଙ୍ଗିବା ପରେ ପରସ୍ପର ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗି ରହିଛି। ନୀତୀଶ କୁମାର ସରକାରଙ୍କ ପତନ ହେବାର ଭବିଷ୍ୟବାଣୀ ସେ କରିଥିବା ନିକଟରେ ଭାଜପାର ବରିଷ୍ଠ ନେତା ସୁଶୀଲ କୁମାର ମୋଦି କହିଥିଲେ। ଏହାର ଜବାବରେ ରବିବାର ନୀତୀଶ କହିଛନ୍ତି, ଯଦି ସୁଶୀଲ ଜୀ କହୁଛନ୍ତି, ତେବେ ତାଙ୍କୁ କୁହନ୍ତୁ ପ୍ରତିଦିନ ଏପରି କିଛି କଥା କହିବେ, ଯାହା ଦ୍ୱାରା ସରକାର ଭାଙ୍ଗିଯିବ ଏବଂ କେନ୍ଦ୍ର ସରକାର ତାଙ୍କ ଉପରେ ଖୁସି ହେବା ସହ ଗୋଟିଏ ପଦବୀ ଦେବେ। ଯେତେବେଳେ ଜେଡିୟୁ ଭାଜପା ସହିତ ସରକାର ଗଠନ କରିଥିଲା, ସୁଶୀଲ ଜୀଙ୍କୁ କୌଣସି ପଦବୀ ଦିଆଯାଇ ନ ଥିଲା ତେଣୁ ସେ ଚିନ୍ତାରେ ଥିଲେ। ଏବେ ଏଭଳି କଥା କହି କେନ୍ଦ୍ର ସରକାରଙ୍କ ହୃଦୟ ଜିତିବାକୁ ଚାହୁଁଛନ୍ତି।
ସୂଚନାଯୋଗ୍ୟ, ନିକଟରେ ବିହାରରେ ନୀତୀଶ କୁମାର ଭାଜପା ହାତଛାଡି ପୁରୁଣା ସହଯୋଗୀ ଆରଜେଡି ସହ ମିଶି ସରକାର ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଜିକ୍‌ ନମ୍ବର ନ ଛୁଇଁଲେ ବି ସରକାର ଗଢିବ ମହାୟୁତି! ଜାଣନ୍ତୁ ଭାଜପାର ପ୍ଲାନ୍‌ ବି…

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ନିର୍ବାଚନରେ ଭୋଟ ସରିଛି। ବର୍ତ୍ତମାନ ଫଳାଫଳକୁ ଅପେକ୍ଷା କରାଯାଇଛି। ନିର୍ବାଚନର ଫଳାଫଳ କାହା ସପକ୍ଷରେ ରହିବ ତାହା ଉପରେ ଦେଶର ନଜର ରହିଛି।...

ସୁକମାରେ ବଡ଼ ଏନକାଉଣ୍ଟର: ଟଳିପଡ଼ିଲେ ୧୦ ମାଓବାଦୀ

ରାୟପୁର,୨୨।୧୧: ଛତିଶଗଡର ସୁକମା ଜିଲାର ଭେଜି ପୋଲିସ ଷ୍ଟେଶନ ପରିସରରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୧୦ ଜଣ...

ଆରମ୍ଭ ହେବ ରିସର୍ଟ ପଲିଟିକ୍ସ! ଫଳାଫଳ ପୂର୍ବରୁ ବିଧାୟକଙ୍କୁ ସିପ୍ଟ କରିବାକୁ କଂଗ୍ରେସ କଲାଣି ଯୋଜନା

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଏବଂ ଏକଜିଟ ପୋଲ ଶେଷ ହେବା ପରେ କଂଗ୍ରେସ ପାର୍ଟି ସତର୍କତାର ସହିତ ଆଗକୁ ବଢୁଥିବା ଦେଖାଯାଉଛି। କଂଗ୍ରେସ ପାର୍ଟିର...

କଂଗ୍ରେସ ଅଧ୍ୟକ୍ଷ ଖାର୍ଗେଙ୍କୁ ଚିଠି ଲେଖିଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ନୂଆଦିଲ୍ଲୀ,୨୨।୧୧: ନିକଟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଣିପୁର ହିଂସା ଉପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଲେଖିଥିବା ଚିଠିକୁ ନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ସକ୍ରିୟ ରାଜନୀତିକୁ ଫେରିବେ କି ସିଦ୍ଧୁ? ନିଜେ ଦେଲେ ଏହାର ଜବାବ

ଚଣ୍ଡିଗଡ଼,୨୨।୧୧: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ପଞ୍ଜାବରେ ସକ୍ରିୟ ରାଜନୀତିକୁ ଫେରିବା କି ନା ଏମିତି ପ୍ରଶ୍ନର ସିଧାସଳଖ ଉତ୍ତରକୁ ଏଡ଼ାଇଥିବା ବେଳେ ଗୁରୁବାର...

ପେନ୍‌ସନଧାରୀ ତୁରନ୍ତ କରି ନିଅନ୍ତୁ ଏହି କାମ: ନଚେତ୍‌ ବନ୍ଦ ହୋଇଯିବ ପେନସନ

ନୂଆଦିଲ୍ଲୀ,୨୨।୧୧: କେନ୍ଦ୍ର ସରକାରୀ ପେନସନଧାରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ରହିଛି। ଯଦି ଏ ଏପର୍ଯ୍ୟନ୍ତ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ କରିନାହାଁନ୍ତି, ତେବେ ଏହି...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଚେତାବନୀ! IMDର ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୨୨।୧୧: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବଙ୍ଗୋପସାଗର ପାଇଁ ଏକ ନୂତନ ଘୂର୍ଣ୍ଣିବଳୟ ସତର୍କ ସୂଚନା ଜାରି କରିଛି। କୁହାଯାଇଛି ଯେ, ନଭେମ୍ବର ୨୩ ରେ,...

ଆଦାନୀଙ୍କୁ ତୁରନ୍ତ ଗିରଫ କର: ରାହୁଲ

ନୂଆଦିଲ୍ଲୀ,୨୨।୧୧: ବିଳିୟନେୟାର ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଓ ଜାଲିଆତି ମାମଲାରେ ଆମେରିକାରେ ଗିରଫ ପରଓ୍ବାନା ଜାରି ହେବା ପରେ ଲୋକ ସଭାର ବିରୋଧୀ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri