ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୫।୩: ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ମଙ୍ଗଳବାର ୧୦୮ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପଞ୍ଚାୟତିରାଜ ତଥା ଲୋକସେବା ଦିବସ ପାଳିତ ହେଉଛି। ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ଫରେଷ୍ଟ ପାର୍କରେ ପହଞ୍ଚି ବିଜୁ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତ। ଦଳୀୟ କର୍ମୀଙ୍କ ସହ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

Share