ଗଞ୍ଜାମରେ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଗଞ୍ଜାମ,୫ା୩ (ବିଦ୍ୟାଳୟ ସାହୁ): ଗଞ୍ଜାମ ବିଜେଡି ପକ୍ଷରୁ ବିଜୁବାବୁଙ୍କ ଜୟନ୍ତୀ ବୁଧବାର ପାଳିତ ହେଇଯାଇଛି l ଏହି ଅବସରରେ ସାମନ୍ତରା ସାହିସ୍ଥିତ ବିଜୁବାବୁଙ୍କର ପ୍ରତିମୂର୍ତ୍ତିରେ ଦଳୀୟ ନେତା ଓ କର୍ମୀ ଏକତ୍ରିତ ହୋଇ ପ୍ରଥମେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଏକା ସଭା ଅନୁଷ୍ଠିତ ହୋଇଥିଲା ଏହି ସଭାରେ ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା, ଜିଲାପରିଷଦ ସଭ୍ୟ ସନାତନ ବେହେରା, ପୂର୍ବତନ ଉପାଧ୍ୟକ୍ଷ ନିଲାଞ୍ଚଳ ବାରିକ, ସୁଦାମ ଜେନା, ପଙ୍କଜ ବାରିକ, ପପି ଗୌଡ଼ ପ୍ରମୁଖ ଉପସ୍ଥିତ ରହି ବିଜୁବାବୁଙ୍କ ଜୀବନୀ ଓ କାର୍ଯ୍ୟଧାରା ଉପରେ ଆଲେଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ଓସିରେ ସେନା ଠୁଳକଲା ପାକିସ୍ତାନ: ବଙ୍କରରେ ରହି ରଖୁଛନ୍ତି ନଜର

ନୂଆଦିଲ୍ଲୀ,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ କଡ଼ା ଚେତାବନୀ ଦେଇଥିବାରୁ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନ ଆଶଙ୍କା କରି ପାକିସ୍ତାନ...

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ...

ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାର ଜଣେ ମହିଳା ଶ୍ରମିକ ଇଟା ତିଆରି କରିବାକୁ ହାଇଦ୍ରାବାଦ ଯାଇ ସେଠାରେ ମୃତ୍ୟୁବରଣ କରିବା ପରେ ମୃତଦେହ ଘରକୁ...

କାମୁଡ଼ିଦେଲା ପୋଷା କୁକୁର, ଦୁଇ ପରିବାର ଭିତରେ ମାର୍‌ପିଟ୍‌ ହୋଇ ୫ ଆହତ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ ପୋଷା କୁକୁର କାମୁଡିବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ...

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) – ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image