ଶପଥ ନେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯାଇଛି। ସର୍ବପ୍ରଥମେ ବିକ୍ରମ କେଶରୀ ଆରୁଖ ଶପଥ ନେଇଛନ୍ତି। ସେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ବିକ୍ରମ କେଶରୀଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

Share