ଭିତରକନିକାରେ ପକ୍ଷୀଗଣନା ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଶୁକ୍ରବାର ବିଦେଶାଗତ ପକ୍ଷୀଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ଏହି ଗଣନା ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଲିବ। ୫ଟି ରେଞ୍ଜ୍‌ରେ ପକ୍ଷୀଗଣନା ଚାଲିଛି। ୧୭ଟି ଟିମ୍‌ ଏହି ପକ୍ଷୀଗଣନା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।

ଏହି ପକ୍ଷୀଗଣନା ରାଇପାଟିଆ, ସାତଭାୟା ଘେରି, ସାତଭାୟାର ବିସ୍ତୀର୍ଣ୍ଣ ଆର୍ଦ୍ରଭୂମି, ଜମ୍ବୁ, ବତିଘର, ବରୁଣେଇ ମୁହାଣ, ପ୍ରହରାଜପୁର, କଂସାରିପାଟିଆ, ଖୋଳା, ନଳିତାପାଟିଆ, ଦୁର୍ଗାପୁରମୁହାଣ, ଲକ୍ଷ୍ମୀପ୍ରସାଦଡିଆଁ, କାଳିଭଞ୍ଜଡିଆଁ, ମଗରକନ୍ଦା, ଚିଞ୍ଚତ୍ରି ମାଉଥ, ଚିତଉକୋଲ୍ଲା, ଭିତରକନିକା ମାଉଥ୍‌, ଏକମାଣିଆ, ରାଜଗଡ଼ ପ୍ରଭୃତି ଜାଗାରେ କରାଯିବ। ପ୍ରତି ଟିମ୍‌କୁ ଓ୍ବାକିଟକି, ବାଇନାକୁଲାର, ଜିପିଏସ୍‌, ଭିଏଚ୍‌ଏଫ୍‌ ଆଦି ଯନ୍ତ୍ର ଯୋଗାଇ ଦିଆଯାଇଛି। ଏହାଛଡ଼ା ବନ ବିଭାଗ ପକ୍ଷରୁ ନଦୀରେ ଗଣନା ସମୟରେ ବୋଟ୍‌ ବ୍ୟବସ୍ଥା ମଧ୍ୟ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri