ପାଟଣା ରେଞ୍ଜରେ ପକ୍ଷୀଗଣନା ଆରମ୍ଭ : ଗତବର୍ଷ ତୁଳନାରେ…

ପାଟଣା,୧୮।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଶନିବାର ଠାରୁ ପକ୍ଷୀଗଣନା ଆରମ୍ଭ ହୋଇଛି। ରେଞ୍ଜର ଖିରେଇଟାଙ୍ଗିରି ସେକ୍ସନର ବଡ଼ବନ୍ଧ ଏବଂ ରାଜନଗର ନିକଟ ବୈତରଣୀ ନଦୀର ଚଢେଇକୁଦୁର ଘାଟରେ ପକ୍ଷୀ ଗଣନା କାର୍ଯ୍ୟରେ ୨ଟି ଟିମ୍‌ରେ ୧୦ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି। ପାଟଣା ରେଞ୍ଜର ବନ ବିହାରୀ ସର୍ଦାରଙ୍କ ନେତୃତ୍ୱରେ ପକ୍ଷୀ ଗଣନା କାର୍ଯ୍ୟ ଚାଲିଥିବା ବେଳେ ଚଢେଇ କୁଦରକୁ ୫୧୫ ଲେସର ହ୍ବିଷ୍ଟିଙ୍ଗ ଡକ( ହଂସ ଜାତୀୟ ପକ୍ଷୀ)ଙ୍କ ଆଗମନ ହୋଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ କମ ସଂଖ୍ୟକ ପକ୍ଷୀଙ୍କ ଆଗମନ ହୋଇଥିବା ରେଞ୍ଜର ବନ ବିହାରି ସର୍ଦ୍ଦାର କହିଛନ୍ତି। ପାଟଣା ରେଞ୍ଜ ପକ୍ଷରୁ ପକ୍ଷୀମାନଙ୍କ ସୁରକ୍ଷା ପାଇଁ ବିଶେଷ ପଦକ୍ଷେପ ନିଆଯିବ ବୋଲି ରେଞ୍ଜର ସର୍ଦାର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ...

ବିଶ୍ୱହିନ୍ଦୁ ପରିଷଦ କର୍ମକର୍ତ୍ତାଙ୍କ ବିକ୍ଷୋଭ

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର): ଦେଶର ସଂସଦ ଦ୍ୱାରା ପାରିତ ୱାକଫ ବିଲକୁ ଆଳ କରି ପଶ୍ଚିମବଙ୍ଗରେ ହିନ୍ଦୁଙ୍କ ଉପରେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପକ୍ଷରୁ ଅତ୍ୟାଚାର, ହିଂସା, ପୋଡାଜଳା...

Chanakya Niti: ଏହି ୩ ହେଉଛନ୍ତି ମନୁଷ୍ୟର ପ୍ରକୃତ ବନ୍ଧୁ, ସାଙ୍ଗରେ ଥିଲେ ଟଳିଯାଏ ସବୁ ବିପଦ…

ଜୀବନରେ କେବଳ ଗୋଟିଏ ସତ୍ୟ ଅଛି। ସେଇଟି ହେଲା ଯାହାର ଜନ୍ମ ଅଛି ତାହାର ମୃତ୍ୟୁ ସୁନିଶ୍ଚିତ। ଏହା ମଝିର ଜୀବନଚକ୍ରରେ ମନୁଷ୍ୟ ନିଜର କର୍ମ...

ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା 

ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ...

ବିବାହ ବାର୍ଷିକୀରେ ଏମିତି କାମ କଲେ ଐଶ୍ୱର୍ଯ୍ୟା: ବଢୁଛି ଚର୍ଚ୍ଚା

ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ପାଇଁ ଗତ କିଛି ମାସ ଭଲ ନ ଥିଲା। ବଚ୍ଚନ ପରିବାର ମଧ୍ୟରେ...

ଚାଲିଥିଲା ବାହାଘର ପ୍ରସେଶନ: ହଠାତ କାଟିପକାଇଲେ ଯୁବକଙ୍କ ପାପୁଲି

ବେଗୁନିଆପଡା,୨୧।୪(ସୁଶାନ୍ତ ପଟ୍ଟନାୟକ): ବାହାଘର ପ୍ରସେଶନ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଆକ୍ରମଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡ ଯାଇଥିବା ଜଣାପଡ଼ିଛି। ଏଭଳି ଘଟଣା ଘଟିଛି ଗଞ୍ଜାମ...

ମନ୍ଦିର ଯାଇ ଦୀପରୁ ଦୀପ ଲଗାଉଛନ୍ତି କି? ଜାଣନ୍ତୁ ଏପରି କରିବା କାହିଁକି ଭୁଲ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ...

ଅସମ୍ଭାଳ ତାତି, ଜନ ଜୀବନ ଅସ୍ତବ୍ୟସ୍ତ

ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲେଣି। ୧୦ଟା ପରେ ବାହାରକୁ ବାହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image