କଲରା ଖାଉଥିଲେ…

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ ଅନେକ ଜାଣନ୍ତି। ଏହାକୁ ନିୟମିତ ଖାଇଲେ ରକ୍ତରେ ସୁଗାର ପରିମାଣ ଅନେକାଂଶରେ ସନ୍ତୁଳିତ ରହିଥାଏ। କେବଳ ସେତିକି ନୁହେଁ, ଏଥିରେ ଆହୁରି ଅନେକ ଭଲ ଗୁଣ ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ କଲରା ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। କଲରାରେ ଭିଟାମିନ୍‌ ‘ଏ’ ଭରିରହିଛି। ଏଥିରେ ଏଭଳି ତତ୍ତ୍ୱ ରହିଛି ଯାହା ଦୃଷ୍ଟିଶକ୍ତିକୁ ଆହୁରି ପ୍ରଖର କରାଇଥାଏ। ଓଜନକୁ ସନ୍ତୁଳିତ ରଖିବାରେ କେତେକାଂଶରେ କଲରା ସାହାଯ୍ୟ କରିଥାଏ। ଶରୀରରେ ଆଲର୍ଜିକୁ ପ୍ରତିହତ କରିବାର କ୍ଷମତା ମଧ୍ୟ ଏହାର ରହିଛି। ରକ୍ତ ସଞ୍ଚାଳନକୁ କଲରା ସକ୍ରିୟ ରଖିଥାଏ। କ୍ଷତ ସ୍ଥାନକୁ ଶୀଘ୍ର ପୂରଣ କରିବା ସହ ରକ୍ତ ପରିଷ୍କାର କରେ ଓ ଖାଦ୍ୟ ହଜମରେ ବି ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

କୃତ୍ରିମ ରକ୍ତ

୧୬୧୬ ମସିହାରେ ୱିଲିୟମ ହାର୍ଭିଙ୍କ ଦ୍ୱାରା ରକ୍ତ ସଞ୍ଚାଳନ ପଥ ଆବିଷ୍କାର ହେବା ପରେ ଅନେକ ଗବେଷକ ଏବଂ ଡାକ୍ତର-ବୈଜ୍ଞiନିକମାନେ ବିଭିନ୍ନ ତରଳ ପଦାର୍ଥ ଯଥା...

ଓଜୋନ ସୁରକ୍ଷା, ଜୀବନ ରକ୍ଷା

ଆମ ପୃଥିବୀ ଗ୍ରହରେ ଜୀବନ ସଞ୍ଚାର ହେବା ପଛରେ ଗୋଟିଏ ପ୍ରମୁଖ କାରଣ ହେଲା ଏହାର ଊର୍ଦ୍ଧ୍ୱ ବାୟୁମଣ୍ଡଳରେ ଥିବା ଓଜୋନ ମଣ୍ଡଳ। ଏହା ମହାକାଶରୁ...

ମୁଖ ଦୁର୍ଗନ୍ଧ ହେଉଛି କି?

ଅନେକଙ୍କଠାରେ ମୁଖରୁ ଦୁର୍ଗନ୍ଧ ବାହାରିବା ସମସ୍ୟା ଦେଖାଯାଇଥାଏ। ବେଳେବେଳେ ଏହି ସମସ୍ୟା ସେମାନଙ୍କୁ ଅନେକ ଅସୁବିଧାରେ ପକାଇଥାଏ। କାହା ସହ କଥା ହେଲାବେଳେ ସେମାନଙ୍କୁ ବେଶ୍‌...

ଭୁଲ୍‌ରେ ବି ଏହି ଦିନ ପାଦରୁ କାଢ଼ନ୍ତୁନି ପୁରୁଣା ଝୁଣ୍ଟିଆ

ଭାରତୀୟ ସଂସ୍କୃତିରେ ବିବାହିତା ମହିଳା ପାଦ ଆଙ୍ଗୁଠିରେ ରୁପାର ଝୁଣ୍ଟିଆ ପିନ୍ଧିବାର ପରମ୍ପରା କାହିଁ କେଉଁକାଳରୁ ଚାଲିଆସିଛି। କାରଣ ରୁପାର ସମ୍ପର୍କ କୁଆଡ଼େ ଚନ୍ଦ୍ର ଊର୍ଜା...

ଖରାପ ସମୟ ଦେଇ ଗତି କରୁଥିଲେ ନିହାତି ଜାଣନ୍ତୁ ଚାଣକ୍ୟଙ୍କ ଏହି ୩ କଥା, ମାନିଲେ….

ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କ ମହାମନ୍ତ୍ରୀ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ଚିନ୍ତାଧାରା ଏବଂ କୁଶଳ ରଣନୀତି ଯୋଗୁ ଚନ୍ଦ୍ରଗୁପ୍ତଙ୍କୁ ସୁଶାସକ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା...

ଯୋଗ ଓ ମାନସିକ ସ୍ବାସ୍ଥ୍ୟ

ଯୋଗ ଆମର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଶାରୀରିକ ବ୍ୟାୟାମ ବିଭିନ୍ନ ଶାରୀରିକ ଓ ମାନସିକ ସମସ୍ୟାକୁ ଭଲ କରିବାରେ ସାହାଯ୍ୟ...

ଲୁଣ-ହୀରା-ବ୍ରାଗ୍‌ ନିୟମ

କ୍ଷୁଦ୍ରାତି କ୍ଷୁଦ୍ର ଅଣୁ-ପରମାଣୁକୁ ନେଇ ପଦାର୍ଥ ଗଠିତ ହୋଇଥାଏ। ସବୁ ପଦାର୍ଥରେ ନ ହେଲେ ବି କେତେକ ପଦାର୍ଥ ଭିତରେ ସେହି ଅଣୁ-ପରମାଣୁଗୁଡ଼ିକ ସୁନ୍ଦର ଭାବରେ...

ଫିଟ୍‌ ରହିବା ପାଇଁ…

ବର୍ତ୍ତମାନ ଯୁବାବସ୍ଥାରୁ ଅନେକଙ୍କ ଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଛି। ଫିଟ୍‌ ଏବଂ ଏନର୍ଜେଟିକ୍‌ ରହିବା ବୟସରେ ଏପରି ସମସ୍ୟା ଦେଖା ଦେବାର ମୁଖ୍ୟ କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri