ବିତ୍ତିିହୋତ୍ର ମହାନ୍ତିଙ୍କ ପରଲୋକ: ୨୦୦୬ରେ ଆସିଥିଲା ସାଂଘାତିକ ଅଭିଯୋଗ, ଶୁଣାଣିର ୯ ଦିନରେ…

ଭୁବନେଶ୍ୱର,୧୨।୮: ବହୁ ଚର୍ଚ୍ଚିତ ବିତ୍ତିିହୋତ୍ର ମହାନ୍ତିଙ୍କ ପରଲୋକ ହୋଇଛି । ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ସେ କ୍ୟାନ୍‌ସରରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ । ପୂର୍ବତନ ଜେଲ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ୨୦୦୬ରେ ପ୍ରଥମେ ଚର୍ଚ୍ଚାକୁ ଆସିଥିଲେ। ବିତ୍ତିଙ୍କ ନାଁରେ ଜର୍ମାନ ସହପାଠୀ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ ଆସିଥିଲା। ରାଜସ୍ଥାନ ଅଲୱାରକୁ ବୁଲିବାକୁ ଯାଇଥିବା ବେଳେ ବଳାତ୍କାର ଅଭିଯୋଗ ଆସିଥିଲା। ଏହି ଘଟଣାକୁ ନେଇ ବିତ୍ତିଙ୍କୁ ଗିରଫ କରିଥିଲା ରାଜସ୍ଥାନ ପୋଲିସ। ଶୁଣାଣିର ମାତ୍ର ୯ ଦିନ ପରେ ବିତ୍ତିହୋତ୍ରଙ୍କୁ ଦଣ୍ଡାଦେଶ ହୋଇଥିଲା। ୭ ବର୍ଷ ଜେଲ ଏବଂ ୧୦ ହଜାର ଜରିମାନା କରିଥିଲେ କୋର୍ଟ। ପରେ ମା’ଙ୍କ ଦେହ ଖରାପ ଦର୍ଶାଇ ପାରୋଲରେ ଆସିଥିଲେ ବିତ୍ତିହୋତ୍ର।ପାରୋଲ ଅବଧି ଶେଷ ପରେ ବି ଆଉ ଜେଲ୍‌କୁ ଫେରିନଥିଲେ
୭ ବର୍ଷ ଫେରାର ରହିବା ପରେ ୨୦୧୩ରେ କେରଳରୁ ଧରାପଡ଼ିଥିଲେ। ନିଜ ନାଁ ରାଘବ ରାଜନକୁ ବଦଳାଇ ଏକ ବ୍ୟାଙ୍କରେ ଚାକିରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…

ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ...

ଭୁବନେଶ୍ୱର ଏୟାରପୋର୍ଟରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୬।୧୦: ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ। ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ...

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା...

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି...

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି...

‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍‌ କ୍ଲବ୍‌ରେ ଶନିବାର ‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ...

ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୬।୧୦: ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ...

ଧର୍ମେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଏବେ…

ଭୁବନେଶ୍ୱର, ୨୬।୧୦(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ତା’ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri