୫ନେତାଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୭।୪: ୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜୁ ଜନତା ଦଳ । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଛି। ସେହିପରି ଭଦ୍ରକ ପାଇଁ ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ ମିଳିଛି। କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ ପାଇଁ ସୁଭାଷ ଖୁଣ୍ଟିଆଙ୍କୁ ସଂଯୋଜକ ଦାୟିତ୍ୱ ମିିଳିଛି ।

Share