ଦୁଇ ଜିଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କଲା ବିଜେଡି

ଭୁବନେଶ୍ୱର,୨ା୧୧: କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲା ପାଇଁ ଗୁରୁବାର ପର୍ଯ୍ୟବେକ୍ଷକ ନିଯୁକ୍ତି କରିଥିବା ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରେସ୍‌ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି।

ଖବର ଅନୁଯାୟୀ, ବିଜେଡି ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ପାଇଁ ପ୍ରତାପ ଜେନାଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଥିବା ବେଳେ ଭଦ୍ରକ ପାଇଁ ସଞ୍ଜୟ ଦାସ ବର୍ମାଙ୍କୁ ନିଯୁକ୍ତ କରିଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Share