ବିଜେଡି-ଭାଜପା ମେଣ୍ଟ! ଏମିତି ହେବ ଆସନ ବୁଝାମଣା

ଭୁବନେଶ୍ୱର,୮ା୩ (ଅନିଲ ଦାସ):ବିଜେଡି ଏବଂ ଭାଜପା ମଧ୍ୟରେ ମେଣ୍ଟ ଓ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି। ମିଳିଥିବା ଅସମର୍ଥିତ ସୂଚନା ଅନୁଯାୟୀ, ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗୁରୁବାର ରାତିରେ ଓଡ଼ିଶା ଭାଜପାର ପ୍ରଭାରୀ ସୁନୀଲ ବଂଶଲଙ୍କ ନୂଆଦିଲ୍ଲୀ ବାସଭବନରେ ଅନୁଷ୍ଠିତ ବୈଠକରେ ଯୋଗଦେଇଥିଲେ। ସେଠାରେ ମେଣ୍ଟ ଏବଂ ଆସନ ଭାଗବଣ୍ଟାକୁ ନେଇ ବିଶଦ ଆଲୋଚନା ହୋଇଥିଲା। ତଦନୁଯାୟୀ, ରାଜ୍ୟ ବିଧାନସଭା ନିର୍ବାଚନରେ ବିଜେଡି ୯୮ ଏବଂ ଭାଜପା ୪୯ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେହିପରି ଭାଜପା ୧୪ ଓ ବିଜେଡି ୭ ଲୋକ ସଭା ଆସନରେ ଲଢ଼ିବାକୁ ସହମତି ପ୍ରକାଶ କରିଥିବା ଶୁଣିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri