ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳରୁ ବରିଷ୍ଠ ନେତାଙ୍କୁ ବାହାର କଲା ବିଜେଡି

ଢେଙ୍କାନାଳ,୨୮ା୨: ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ବିଜୁ ଜନତା ଦଳ (ବିଜେଡି) ବୁଧବାର ଢେଙ୍କାନାଳ ଜିଲାର କଙ୍କଡାହାଡାର ପୂର୍ବତନ ବ୍ଲକ ଚେୟାରମ୍ୟାନ୍ କାର୍ତ୍ତିକ ସାହୁଙ୍କୁ ବହିଷ୍କାର କରିଛି।

ବିଜେଡି ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଅନୁଯାୟୀ ଦଳର ସାଂଗଠନିକ ସଚିବ ପ୍ରଣବ ପ୍ରକାଶ ଦାସ ଏହି ସୂଚନା ଦେଇଛନ୍ତି। ବନ୍ଧୁ ମିଳନ ନାଁରେ ୧୦ହଜାର ଅଧିକ ଲୋକଙ୍କୁ ନେଇ କଙ୍କଡାହାଡାରେ ଏକ ବିଶାଳ ରାଲି କରିବା ପରେ ପାର୍ଟି ଏହି ନିଷ୍ପତି ନେଇଛି।

ଗତ କିଛି ଦିନ ହେବ ସାହୁ ପରଜଙ୍ଗର ବର୍ତ୍ତମାନର ବିଧାୟକଙ୍କ ବିରୋଧରେ ସମାନ୍ତରାଳ ସମାବେଶ ଆୟୋଜନ କରିଆସୁଛନ୍ତି। ସେ ଏହା ପୂର୍ବରୁ କହିଥିଲେ ଯେ ତାଙ୍କ ସମାବେଶ ପାର୍ଟି ଆଧାରକୁ ମଜବୁତ କରିବା ପାଇଁ ଉଦ୍ଦିଷ୍ଟ ଥିଲା ଏବଂ ପାର୍ଟିକୁ ଭଲ ପାଇବା କାରଣରୁ ହଜାର ହଜାର ଲୋକ ଏହି ସଭାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଆହ୍ବାନ: ଧୈର୍ଯ୍ୟ ଶ୍ରେଷ୍ଠ ଉପାୟ

ଭାରତର ଗାର୍ମେଣ୍ଟ ଶିଳ୍ପରେ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ଏସ୍‌ ସ୍କୋୟାର ମାର୍କେଟିଂ ପ୍ରାଇଭେଟ୍‌ ଲିମିଟେଡ୍‌ ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ପରିଚିତ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ଏହାର...

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ...

ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼

ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ...

ଓଡ଼ିଆ ଭାଷା-ସଂସ୍କୃତି ହେଉଛି ଆମର ସ୍ବତନ୍ତ୍ର ପରିଚୟ

ରାଇକିଆ, ୨।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚ ତରଫରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି । ସଭାପତି ଦୁର୍ଯ୍ୟୋଧନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଭଡ଼ା ଘରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ମାଡ଼ବସିଲା ପୋଲିସ

ରାଉରକେଲା,୨।୪(ଦିନେଶ ମିଶ୍ର):ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟ୍‌କୁ ପୋଲିସ ମଙ୍ଗଳବାର ଠାବ କରିଛି। ଏହି ଘଟଣାରେ...

କେନାଲକୁ ଖସିଲା କାର୍‌: କଟକ ବିଜେଡି ଉପସଭାପତି ମୃତ

ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍‌ କେନାଲ ଭିତରକୁ ଖସିପଡ଼ିଛି।...

ଟଙ୍କା ଅପେକ୍ଷାରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ: ଆଗେଇପାରୁନି ଫେରସ୍ତ ପ୍ରକ୍ରିୟା

ଭୁବନେଶ୍ୱର,୨ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ଭବିଷ୍ୟତ ଏକପ୍ରକାର ଅନ୍ଧାର ଭିତରେ ରହିଛି। ଅନେକ ଲକ୍ଷ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ, ଯେଉଁମାନେ ନିଜ କଷ୍ଟ ଉପାର୍ଜିତ ଅର୍ଥକୁ ଚିଟ୍‌ଫଣ୍ଡ...

ଅବସର ନେଲେ ଗଞ୍ଜାମ ସିଡିଏମଓ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀ (ସିଡିଏମଓ) ବିଜୟ କୁମାର ପଣ୍ଡା ଗତ ୩୧ ତାରିଖରେ ଚାକିରିରୁ ଅବସର ନେଇଛନ୍ତି। ଏନେଇ ବ୍ରହ୍ମପୁରସ୍ଥିତ ତାଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image