୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି। ଶ୍ରୀମୟୀ ମିଶ୍ରଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାପତି, ସରୋଜ ସାମଲଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରାାନ୍ତ ସେଠୀଙ୍କୁ ଦଳର ସମ୍ପାଦକ ନିଯୁକ୍ତ କରିଛନ୍ତି ନବୀନ ପଟ୍ଟନାୟକ।

 

 

Share