ପହଣ୍ଡି ବିଜେ ଅଘଟଣକୁ ନେଇ ବିଜେଡି ରଖିଲା ପ୍ରତିକ୍ରିୟା, କହିଲା ଏଭଳି ଘଟଣା…

ଭୁବନେଶ୍ୱର,୧୦।୭: ବଳଭଦ୍ରଙ୍କ ପହଣ୍ଡି ବିଜେ ବେଳେ ଅଘଟଣକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ଦେଇଛି। ବିଜେଡି ନେତ୍ରୀ ସୁଲୋଚନା ଦାସ କହିଛନ୍ତି, ଏଭଳି ଘଟଣା ଘଟିବା ଲଜ୍ଜାଜନକ। ‘ପହଣ୍ଡି ବିଜେ ବେଳେ ଅଘଟଣ ଘଟିବା ଅକ୍ଷମଣୀୟ। ଯାହାକୁ ନେଇ ସମସ୍ତେ ବ୍ୟଥିତ, ଦୁଃଖିତ ଓ ମର୍ମାହତ ହୋଇପଡ଼ିଛନ୍ତି। ଏଭଳି ଘଟଣା ପାଇଁ ଜଗନ୍ନାଥପ୍ରେମୀ କାନ୍ଦୁଛନ୍ତି।

ଶ୍ରୀକ୍ଷେତ୍ରରେ ଆଡ଼ପ ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର ବଳଭଦ୍ର। ପହଣ୍ଡିରେ ସାମିଲ ହୋଇଥିବା କେତେକ ସେବାୟତ ଆହତ ହୋଇଛି। ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏ ଦୁଃଖପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gold Price: ୭୫ହଜାର ଟଙ୍କା ଖସିଯିବ ସୁନାଦର! ଜଣାପଡିଲା କେଉଁଦିନ ହେବ

ନୂଆଦିଲ୍ଲୀ,୧୩।୪: ଗତ କିଛି ସପ୍ତାହ ଧରି ସୁନାର ମୂଲ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ସପ୍ତାହ ମଧ୍ୟରେ 24 କ୍ୟାରେଟ ସୁନାର ମୂଲ୍ୟ 5,010 ଟଙ୍କା...

ଅପରାଜିତାଙ୍କୁ ସୁଲୋଚନାଙ୍କ ଟାର୍ଗେଟେ : ତାଙ୍କ ପାଇଁ ଦଳ ବଡ଼, ସହର…

ଭୁବନେଶ୍ୱର,୧୩।୪: ରାଜଧାନୀ ପ୍ରତିଷ୍ଠା ଦିବସରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତିକୁ ନେଇ ଭୁବନେଶ୍ବର ମେୟର ସୁଲୋଚନା ଦାସ ବର୍ଷିଛନ୍ତି। ସୁଲୋଚନା କହିଛନ୍ତି, ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ...

ଲୁରୁ ଗ୍ରାମ ସରକାରୀ ଯୋଜନା ଫେଲ୍‌: ରାତିରେ ଜଙ୍ଗଲ ଭିତରୁ ପାନୀୟ ଜଳ ସଂଗ୍ରହ କରି ଆଣି ଚଳୁଛନ୍ତି

ପାରଳାଖେମୁଣ୍ଡି,୧୩ା୪(ଗିରିଧାରୀ ପରିଛା): ସରକାର ବିଭିନ୍ନ ଯୋଜନା ଲୋକଙ୍କ ଉନ୍ନତି ପାଇଁ କାର୍ଯ୍ୟକାରୀ କରୁଥିବା ବେଳେ ଏହା ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନି। ଗଜପତି ଜିଲା ଆଦିବାସୀ...

୭୮ ବର୍ଷରେ ରାଜଧାନୀ ଭୁବନେଶ୍ୱର: ବିକାଶଧାରାରେ ନୂଆ ସହର

ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍‌, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି...

୩ ମଣ୍ଡଳ ସଭାପତିଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର: ଜିଲା ଭାଜପା ସଭାପତିଙ୍କୁ ଫେରାଦ

ପାଟଣା,୧୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପାଟଣା ବିଧାୟକ ଓ ସଙ୍ଗଠନ ଦାୟିତ୍ୱରେ...

Jallianwala Bagh Massacre Day: ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ, ତ୍ୟାଗ ପଛର କାହାଣୀ

ଆଜି ଅପ୍ରେଲ ୧୩, ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୬ତମ ବାର୍ଷିକୀ। ୧୯୧୯ ମସିହାର ଏହି ଦିନ ଭାରତୀୟ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ଭାବେ ଯୋଡ଼ି ହୋଇଥିଲା।...

ସମ୍ବଲପୁରରେ ପୁଣି ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ସମ୍ବଲପୁର,୧୩।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଏକମାସ ବ୍ୟବଧାନରେ ଅପରାଧିଙ୍କୁ ପୋଲିସ ଏନକାଉଣ୍ଟର ପୁଣି ଏକ ଘଟଣା ସାମ୍ନାକୁ ଆସିଛି। ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ରଙ୍ଗିଆଟିକରା...

ମହିଳା ଓାର୍ଡମେମ୍ବରଙ୍କ ଚୋରାମଦ କାରବାର ଭିଡିଓ ଭାଇରାଲ: ଦୋକାନରେ ମଦ ବିକୁଛନ୍ତି ଜନ ପ୍ରତିନିଧି

ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲାର ଉଭୟ ପାଟଣା ଅବକାରୀ ପୋଲିସ ନିଷ୍କ୍ରିୟତା ଯୋଗୁ ଗାଁଗାଁରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image