Posted inVideo

BJD has betrayed Bijepur: Sanat Gartia । ବିଜେପୁରବାସୀଙ୍କ ସହ ବିଜେଡି ପ୍ରତାରଣା କରିଛି

Featured Video Play Icon

As the polling day nears, atmosphere in Bijepur Assembly constituency continues to get politically charged. While there are three candidates in fray, the primary competition is among the BJD and the BJP candidates. BJP candidate Sanat Gartia has exuded confidence of doubling his party’s vote share this time. He speaks to Dharitri Live pertaining to his party’s strategy in the ensuing polls. Do watch!

ବିଜେପୁର ଉପନିର୍ବାଚନ ତାରିଖ ଯେତିକି ପାଖଉଛି ତୃଣମୂଳ ସ୍ତରରେ ନିର୍ବାଚନୀ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି । ମୈଦାନରେ ୩ ପ୍ରାର୍ଥୀ ଥିବାବେଳେ ବିଜେପି ବିଜେଡି ମଧ୍ୟରେ କଡ଼ା ଟକ୍କର ହେବା ଅନୁମାନ କରାଯାଉଛି । ଭାଜପା ପ୍ରାର୍ଥୀ ସନତ ଗଡତିଆଙ୍କ କହିବା କଥା ଲୋକଙ୍କ ସହ ଭାଜପା ଅଛି ଓ ଏଥର ଭୋଟ ଦୁଇଗଣା ହେବ। ଏହା ସହ ସେ କହିଛନ୍ତି ବିଜେପୁରବାସୀଙ୍କ ସହିତ ବିଜେଡି ପ୍ରତାରଣା କରିଛି । ନିର୍ବାଚନକୁ ନେଇ ଭାଜପାର ଋଣନୀତି କ’ଣ ରହିଛି ଆସନ୍ତୁ ଜାଣିବା ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri