Advertisement

ବାଲିଗୁଡ଼ା, ୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୩୯୪୧ ଭୋଟରେ ଆଗୁଆ ରହିଛି। ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁରଙ୍କ ସପକ୍ଷରେ ୧୮ ହଜାର ୩୬୯ ଖଣ୍ତ ଭୋଟ ମିଳିଥିବା ବେକେ ଭାଜପା ପ୍ରାର୍ଥୀ କଳ୍ପନା କହଁରଙ୍କୁ ୧୪ ହଜାର ୪୨୮ଭୋଟ ମିଳିଛି l ସେହିପରି କଂଗ୍ରେସ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନଙ୍କୁ ୧୨୮୮୫ଖଣ୍ଡ ଭୋଟ ମିଳିଛି। ଭାଜପାଠାରୁ ବିଜେଡି ୩୯୪୧ ଭୋଟରେ ଆଗୁଆ ରହିଛି l

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share