ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି କରାଯାଇଥିଲା। ସାଢ଼େ ୮ଟାରୁ ଇଭିଏମ ଭୋଟ ଗଣତି କରାଯାଉଛି।
ତେବେ ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଗୁଆ ଥିବା ଜଣାପଡିଛି। ସେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୨୭୦୯ ଖଣ୍ଡ ଭେଟରେ ଆଗୁଆ ଅଛନ୍ତି। ବିଜେଡି ୫୯୪୪ ଭୋଟ ପାଇଥିବା ବେଳେ ଭାଜପା ୩୨୩୮ ଏବଂ କଂଗ୍ରେସ ୧୨୩ ଖଣ୍ଡ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ...

ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା

ଭବାନୀପାଟଣା,୨୩।୧୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଲିଥିବା ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଚେସ୍‌...

ଆଇଆଇଏମ୍‌ ସମ୍ବଲପୁରରେ ମନୋନୀତ ହେଲା କଳାହାଣ୍ଡିର ଷ୍ଟାର୍ଟଅପ୍‌ ଇନ୍‌କ୍ୟୁବେଶନ

ଭବାନୀପାଟଣା,୨୩।୧୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଜିଲାର ଏକମାତ୍ର ଷ୍ଟାର୍ଟଅପ ଟ୍ରେଡିଫ୍ରେସେଲଦି ପ୍ରାଇଭେଟ ଲିମିଟେଡ ସମ୍ବଲପୁର ଆଇଆଇଏମ୍‌ରେ ଇନ୍‌କ୍ୟୁବେଶନ ପାଇଁ ମନୋନୀତ ହୋଇଛି ।...

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବାଦ୍‌ ପଡ଼ିଲେ….

ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା...

ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି।...

ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri