Advertisement

କଟକ ସଦର ବିଧାନସଭା ଆସନ: ୧୦ମ ରାଉଣ୍ଡରେ ବିଜେଡି ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ତେବେ ୧୦ମ ରାଉଣ୍ଡ ସୁଦ୍ଧା ବିଜେଡି ବଧାୟକ ପ୍ରାର୍ଥୀ ଚନ୍ଦ୍ର ସାରଥୀ ବେହେରା ୩୫,୨୯୬ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଭାଜପାର ପ୍ରକାଶ ଚନ୍ଦ୍ର ସେଠୀ ୩୨୭୦୩ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ରାମଚନ୍ଦ୍ର ଗୋଚ୍ଛାୟତ ୩୨୮୪ ଖଣ୍ଡ ଭୋଟ୍‌ ପାଇଛନ୍ତି। ତେବେ ବିଜେଡି ପ୍ରାର୍ଥୀ ୨୫୯୩ଖଣ୍ଡ ଭୋଟ୍‌ରେ ଆଗୁଆ ରହିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share
Tags: BJDbjp