ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୩ୟ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିକୁ ୭୪୩୦ଖଣ୍ଡ, କଂଗ୍ରେସକୁ ୬୮୮୫ ଖଣ୍ଡ ଏବଂ ଭାଜପାକୁ ୫୩୫୩ ଖଣ୍ଡ ଭୋଟ୍‌ ମିଳିଛି। ଏଠାରେ ୨୯୧ଟି ଭୋଟ୍‌ କେନ୍ଦ୍ରରେ ଭୋଟ୍‌ ଗ୍ରହଣ ହୋଇଥିଲା। ଏହି ବିଧାନସଭା କ୍ଷେତ୍ରଟି ହାଟଡିହୀ ଏବଂ ଆନନ୍ଦପୁର ବ୍ଲକ, ଆନନ୍ଦପୁର ମ୍ୟୁନିସିପାଲିଟିକୁ ନେଇ ଗଠିତ। ମୋଟ୍‌ ୭ଜଣ ବିଧାୟକ ପ୍ରାର୍ଥୀ ଭାବେ ନିର୍ବଚେନୀ ମଇଦାନରେ ପ୍ରତିଦ୍ବନ୍ଦ୍ୱିତା କରିଥିଲେ। ବିଜେଡିରୁ ଅଭିମନ୍ୟୁ ସେଠୀ, ଭାଜପାରୁ ଆଲୋକ ସେଠୀ, କଂଗ୍ରେସରୁ ପୂର୍ବତନ ବିଧାୟକ ଜୟଦେବ ଜେନା, ସ୍ବାଧୀନରୁ ଝାନ୍ସିରାଣୀ ଦାସ ଏବଂ ବିଶ୍ୱ ପ୍ରତାପ ଜେନା,ବହୁଜନ ସମାଜ ପାର୍ଟିରୁ ଦେବେନ୍ଦ୍ର ଜେନା,ଏସ୍‌ୟୁସିଆଇରୁ ନୀଳକଣ୍ଠ ଜେନା ନିର୍ବାଚନ ଲଢ଼ିଥିଲେ। ବିଜେଡି ପ୍ରାର୍ଥୀ ଅଭିମନ୍ୟୁ ନୂଆ ମୁହଁ ଭାବେ ପ୍ରଥମ ଥର ପାଇଁ ନିର୍ବାଚନକୁ ସମ୍ମୁଖୀନ କରିଥିଲେ। କଂଗ୍ରେସର ଜୟଦେବ ୧୦ମ ଥର ପାଇ ନିର୍ବାଚନ ଲଢ଼ୁଥିବା ବେଳେ ଭାଜପାର ଆଲୋକ ତୃତୀୟଥର ପାଇଁ ନିର୍ବାଚନ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri