ବୁଥରେ ପ୍ରଥମ ଭୋଟ ଦେଲେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ବିଜେଡ଼ି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ବୁଥରେ ପହଞ୍ଚି ପ୍ରଥମ ଭୋଟ ଦେଇଛନ୍ତି। ଅଭିମନ୍ୟୁ ନିଜ ଗାଁ ହାଟଡିହୀ ବ୍ଲକ ଇଂଚୋଳ ଗ୍ରାମର ୨୫୫ ନମ୍ବର ବୁଥ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନିଜ ମତ ସାବ୍ୟସ୍ତ କରିଛନ୍ତି।

ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି। ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ମୋଟ ୨୯୧ଟି ବୁଥରେ ଭୋଟ ଗ୍ରହଣ ହେଉଛି l ଶାନ୍ତି, ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରିକି ବିଭିନ୍ନ ସ୍ଥାନରେ ଶାନ୍ତିର ସହ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଛି l

ପ୍ରଶାସନ ତରଫରୁ ଦିବ୍ୟାଙ୍ଗ, ବୃଦ୍ଧା, ବୃଦ୍ଧଙ୍କ ପାଇଁ ଟ୍ରାଇ ସାଇକେଲର ବ୍ୟବସ୍ଥା କରାଯାଇଛି। ବିଭିନ୍ନ ବୁଥରେ ପୋଲିସ, ଫୋର୍ସ ମୃତୟନ ଥିବା ବେଳେ ଆନନ୍ଦପୁର ଡିଏସପି ବିଭିନ୍ନ ବୁଥ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

ପରିତ୍ୟକ୍ତ ଅବସ୍ଥାରେ ସିମନବାଡ଼ି ଯାତ୍ରୀ ବିଶ୍ରାମାଗାର, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ; ରୂପାନ୍ତର ଲାଗି ଉଠୁଛି ଦାବି

ଦାରିଙ୍ଗବାଡି, ୩୧। (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅନ୍ୟତମ ମୁଖ୍ୟ ବଜାର ଭାବେ ପରିଚିତ ସିମନବାଡି ଛକରେ ଥିବା ଯାତ୍ରୀ ବିଶ୍ରାମାଗାର ଏବେ ପରିତ୍ୟକ୍ତ...

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି...

ହାଇଓ୍ବାକୁ ପିଟିଲା ଟ୍ରଲର୍‌; ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର...

ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଭୁବନେଶ୍ୱର,୩୧।୩(ରବିନାରାୟଣ ଜେନା): ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ...

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image