ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବାଚସ୍ପତି ନିଯୁକ୍ତ

ଭୁବନେଶ୍ୱର,୧୩।୬: ରାଜ୍ୟପାଳ ରଘୁବର ଦାସ ଗୁରୁବାର ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରିଛନ୍ତି। ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ରଣେନ୍ଦ୍ର। ୧୮ ଓ ୧୯ରେ ଶପଥ ନେବେ ନୂଆ ବିଧାୟକ।
ଜୁନ ୨୦ରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ ବୋଲି ଜଣାପଡିଛି।

Share