Categories: Uncategorized

ଡି. ବିଶ୍ୱନାଥ ଅତାବିରା, ବରଗଡ ବିଜେଡି ପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୨୬ା୨(ଅନିଲଦାସ)-ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡିର ବରିଷ୍ଠ ନେତା ଡି. ବିଶ୍ୱନାଥଙ୍କୁ ଅତାବିରା ଏବଂ ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସୋମବାର ବିଜେଡି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦିଆଯାଇଛି।