ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି।

ଦଳର ଷ୍ଟାର ପ୍ରଚାରକମାନେ ହେଲେ କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଞ୍ଜୟ କୁମାର ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌. ଭାସ୍କର ରାଓ, ସୁବାସ ସିଂହ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁନା ଖାନ୍‌, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରୀତିରଞ୍ଜନ ଘଡ଼େଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବ ବିଶ୍ୱାଳ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ଏସକେ ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାସ।

ମୋଟାମୋଟି ଭାବେ କହିଲେ ଦଳ ପ୍ରଥମ ଦୁଇ ପର୍ଯ୍ୟାୟର ଷ୍ଟାର କ୍ୟାମ୍ପେନରଙ୍କୁ ଶେଷ ଦୁଇ ପର୍ଯ୍ୟାୟ ପାଇଁ ମଧ୍ୟ ମଇଦାନରେ ଓହ୍ଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷର ଶିଶୁ କନ୍ୟାଙ୍କୁ  ଚକଲେଟ ଓ ଚିପ୍ସ ଦେଇ  ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବଳାତ୍କାର କରି ହତ୍ୟା କରିଥିଲେ ମାମୁ:  ବାନ୍ଧିଲା ପୋଲିସ 

ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଭୁବନେଶ୍ୱର ବିମାନବନ୍ଦରରେ ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ କ୍ରୁଦ୍ଧ ଯାତ୍ରୀଙ୍କ ହଙ୍ଗାମା

ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ...

Video: ଭୁବନେଶ୍ୱରରେ ବ୍ୟବସାୟୀଙ୍କ ଘରେ ପଶି ସୁନା ଅଳଙ୍କାର, ନଗଦ ଟଙ୍କା ଲୁଟ୍; ସାମ୍ନାକୁ ଆସିଲା CCTV ଫୁଟେଜ୍

ଭୁବନେଶ୍ୱର,୨୭ା୪: କିଛି ଦିନର ନୀରବତା ପରେ ରାଜଧାନୀ ଭୁବନେଶ୍ୱରରେ ପୁନର୍ବାର ଏକ ବଡ଼ ଧରଣର ଲୁଟ୍ ଘଟଣା ଘଟିଛି। ଲୁଟେରାମାନେ ଜଣେ ବ୍ୟବସାୟୀଙ୍କ ଘରେ ପଶି...

‘ପାକିସ୍ତାନ ଆଣ୍ଠୁମାଡ଼ି ପଡ଼ିବ’: ପାହାଲଗାମ ଆକ୍ରମଣ ଉପରେ କେନ୍ଦ୍ରୀୟ ମନ୍ତ୍ରୀ ହରଦୀପ ପୁରୀଙ୍କ କଡ଼ା ପ୍ରତିକ୍ରିୟା

ନୂଆଦିଲ୍ଲୀ, ୨୭ା୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ରୀୟ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂ ପୁରୀ...

କଲବଲ କରିବ ଖରାଗୁଳୁଗୁଳି, କାଳବୈଶାଖୀ: ମେ’ ୧ ପର୍ଯ୍ୟନ୍ତ ଏସବୁ ଜିଲାରେ

ଭୁବନେଶ୍ୱର,୨୭ା୪(ଅନୁରାଧା ମହାରଣା):  ରାଜ୍ୟରେ ଖରାଗୁଳଗୁଳି ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଥିବାବେଳେ...

ଅବ୍ୟବସ୍ଥାରେ ଚାଲିଛି ଗଞ୍ଜାମ ବାଳିକା ବିଦ୍ୟାଳୟ: ଶ୍ରେଣୀଗୃହ ନାହିଁ, ୪ କୋଠରିରେ ପଢୁଛନ୍ତି ୩୮୫ଛାତ୍ରୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କରଣ ସାହି ଷ୍ଟେସନ ରୋଡ଼ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଅବ୍ୟବସ୍ଥାରେ ଚାଲିଛି। ୪୬ ବର୍ଷର ଏହି ପୁରାତନ ବିଦ୍ୟାଳୟରେ...

ଜମ୍ମୁ-କାଶ୍ମୀରରେ ସାମାଜିକ କର୍ମୀଙ୍କୁ ଗୁଳି କଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୨୭ା୪: ଜମ୍ମୁ ଓ କାଶ୍ମୀରର କୁପୱାରା ଜିଲାରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ଜଣେ ସାମାଜିକ କର୍ମୀଙ୍କୁ ଗୁଳିମାଡ କରିଛନ୍ତି। ଗୁଳିମାଡରେ ୪୫ ବର୍ଷୀୟ ସାମାଜିକ କର୍ମୀ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image