ଏହି ୪ ଭାଜପା ନେତାଙ୍କୁ ଏସସିବି ମନସ୍ତତ୍ତ୍ୱ ବିଭାଗରେ ଦେଖାଇବାକୁ ପରାମର୍ଶ ଦେଲା ବିଜେଡି

ଭୁବନେଶ୍ୱର,୨୪।୫: ନିର୍ବାଚନୀ ପାଗ ଭିତରେ ଥମୁନି ରାଜନୈତିକ ଆରୋପ ପ୍ରତ୍ୟାରୋପ। ରାଜଧାନୀ ପାଗ ମିଜାଜ ବଦଳୁଥିବାବେଳେ ସେଥିରେ ରାଜନୀତିର ପାରା କିନ୍ତୁ ଉପରମୁହାଁ ଧରିଛି। ଏହାରି ଭିତରେ ଭାଜପା ନେତାଙ୍କୁ କିଛି ନିଆରା ଶୈଳୀରେ ଟାର୍ଗେଟ କରିଛନ୍ତି ବିଜେଡି ନେତା । ଓଡିଶା ଭାଜପା ନେତାଙ୍କୁ ତୁରନ୍ତ ମାନସିକ ରୋଗ ପାଇଁ ଚିକିତ୍ସା ଯୋଗାଇ ଦେବାକୁ ଏସସିବି ମନସ୍ତାତ୍ୱିକ ବିଭାଗକୁ ଚିଠି ଲେଖିଛନ୍ତି ବିଜେଡି ନେତା। ଏକ ପ୍ରେସ ରିଲିଜ ଯୋଗେ ଭାଜପା ନେତାଙ୍କ ତାଲିକା ଦେଇଛି ବିଜେଡି । ଆଉ ଏଥିରେ କିଛି ନେତାଙ୍କ ନାଁ ମଧ୍ୟ ରଖିଛି ବିଜେଡି ।

ବିଜେଡି ପ୍ରେସ ରିଲିଜରେ କହିଛି ଯେ, ତାଙ୍କ ପ୍ରତିପକ୍ଷ ଓଡିଶା ଭାଜପାର କିଛି ନେତାଙ୍କ ମାନସିକ ସ୍ଥିତି ଦେଖି ଆମେ ଗଭୀର ଭାବେ ଚିନ୍ତିତ । ୨୦୨୪ ନିର୍ବାଚନ ଅତି ଶୋଚନୀୟ ଭାବେ ହାରିବାକୁ ଯାଉଥିବାରୁ, ସେମାନେ ନିଜ ମାନସିକ ଭାରସାମ୍ୟ ହରାଇ ପ୍ରତିଦିନ ବାଚଳାମି କରୁଛନ୍ତି ବୋଲି କହିଛି ବିଜେଡି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବୈଜୟନ୍ତ ପଣ୍ଡା, ଏମପି ଅପରାଜିତା ଷଡଙ୍ଗୀ ଏବଂ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନାଁ ଉଲ୍ଲେଖ କରି ସେମାନଙ୍କର ଚିକିତ୍ସା କରିବାକୁ କହିଛି ବିଜେଡି । ତେବେ ଏନେଇ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ଭାଜପା ନେତାଙ୍କ ପ୍ରତିକ୍ରିୟା ଆସିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶର୍‌ବବର୍ତ୍ତୀ...

୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ

ନୂଆପଡ଼ା/ଖଡିଆଳ,୨୨ା୧୨(ମକାରୁ ବେମାଲ/ସୁଜିତ ପ୍ରଧାନ): ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri