ବିଜେଡି ହାତକୁ ଗଲା ବାଲେଶ୍ୱର ସଦର

ବାଲେଶ୍ୱର ଅଫିସ,୧୦।୧୧: ବାଲେଶ୍ୱର ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ବିଜୟୀ ହୋଇଛନ୍ତି। ଏବେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଫଳାଫଳ ଘୋଷଣାକୁ ଅପେକ୍ଷା ରହିଛି। ତେବେ ଶେଷ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ୧୩,୩୯୫ଖଣ୍ଡ ଭୋଟରେ ଆଗୁଆ ରହି ଏହି ବିଜୟ ହାସଲ କରିଥିବା ସୂଚନା ମିଳିଛି।

Share