ବୌଦ୍ଧ,ଯାଜପୁରରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି

ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଛି ବିଜେଡି। ଯାଜପୁରରେ ବିଜେଡିର ରଂଜୁଲତା ହୋତା ବିଜୟୀ ହୋଇଥିବା ବେଳେ ବୌଦ୍ଧରେ ବିଜୟୀ ହୋଇଛନ୍ତି ବିଜେଡିର ମୃତ୍ୟୁଞ୍ଜୟ ମିଶ୍ର । ବୌଦ୍ଧରେ ସମୁଦାୟ ୧୭ଟି ୱାର୍ଡ ମଧ୍ୟରୁ ୧୫ ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ବିଜେପିକୁ ମିଳିଛି ୨ଟି ୱାର୍ଡ ।

 


Enter your email to get our daily news in your inbox.

All Right Reserved By Dharitri.Com

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି...

ଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ରାସ୍ତାର ଦଳିତ ସାହିରେ ଶାଶୁ,ଶ୍ୱଶୁର ଓ ସ୍ତ୍ରୀଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ...

ନୀଳାଦ୍ରିପୁରରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି...

ବିଜେଡି ପାଇଁ ବୋଝ ନୁହେଁ ଆସେଟ୍‌ ଥିଲେ ପ୍ରଭାତ; ଅମରଙ୍କ ବୟାନଙ୍କୁ ନେଇ…

ଭୁବନେଶ୍ୱର,୧୦।୪: ୱକଫ୍‌ ବିଲ୍‌ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି।...

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର।...

ଚାଷଜମିରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ...

‘ନୀତୀଶଙ୍କୁ ଉପପ୍ରଧାନମନ୍ତ୍ରୀ କରାଯାଉ’

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ଅଶ୍ୱିନୀ ଚୌବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ନୀତୀଶ ଉପପ୍ରଧାନମନ୍ତ୍ରୀ...

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image