ବିଭିନ୍ନ ଲୋକାଭିମୁଖୀ ଯୋଜନା ନେଇ ବିଜେଡିର ଜୋର୍‌ଦାର ପ୍ରଚାର

ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ବୁଧବାର ବିଜେଡି ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ବିଜେଡି ତା’ର ପ୍ରଚାର କରିଛି।

ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ ବିଜେଡିର ବରିଷ୍ଠ ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଚିତ୍ରଡ଼ାର ପାଟପୁର ପଡ଼ିଆରେ ପହଞ୍ଚିବା ପରେ ନିର୍ବାଚନୀ ପ୍ରଚାର ଆରମ୍ଭ ହୋଇଥିଲା। ପ୍ରଥମେ ମୋରଡ଼ା ବିଧାୟିକା ପ୍ରାର୍ଥୀ ପ୍ରୀତିନନ୍ଦା କାନୁନ୍‌ଗୋ ଏବଂ ଏମ୍‌ପି ପ୍ରାର୍ଥୀ ସୁଦାମ ମାର୍ଣ୍ଡି ନିଜର ଅଭିଭାଷଣ ରଖି ନବୀନ ପଟ୍ଟନାୟକଙ୍କର ବିଭିନ୍ନ ଲୋକାଭିମୁଖୀ ଯୋଜନାର କାର୍ଯ୍ୟକାରୀ ନେଇ ଉପସ୍ଥିତ ହଜାର ହଜାର ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହାପରେ ପାଣ୍ଡିଆନ ନିଜର ଅଭିଭାଷଣ ରଖି ମୋରଡ଼ା ମାଟି କଳା, ସଂସ୍କୃତିର ମାଟି କହିବା ସହିତ କଳା ଓ ସଂସ୍କୃତିର ଉନ୍ନତି ତଥା ରକ୍ଷାଣବେକ୍ଷଣ ପାଇଁ ନବୀନ ପଟ୍ଟନାୟକ ବିଭିନ୍ନ ଯୋଜନା କରିବା ସହିତ ଓଡ଼ିଶାବାସୀ ଖୁସି ହେଲେ ନବୀନ ପଟ୍ଟନାୟକ ଖୁସି ହୁଅନ୍ତି ବୋଲି କହିଛନ୍ତି। ଏଥି ସହିତ ଆଗାମୀ ନିର୍ବାଚନରେ ସୁଦାମ ଓ ପ୍ରୀତିନନ୍ଦାଙ୍କ ପାଇଁ ଜନସାଧାରଣଙ୍କୁ ଭୋଟ୍‌ ଭିକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri