Posted inରାଜ୍ୟ

ଲୋକସଭା ନିର୍ବାଚନରେ ମହିଳାଙ୍କୁ ୩୩% ଆସନରେ ଟିକେଟ୍ ଦେବ ବିଜେଡି: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର,୮।୩: ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ମଧ୍ୟରେ ବଡ ବୟାନ ଦେଇଛନ୍ତି ଫାଇଭ ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ନିର୍ବାଚନ ଭଳି ଆଗାମୀ ଲୋକସଭା ନିର୍ବାଚନରେ ମଧ୍ୟ ମହିଳାଙ୍କୁ ଏକ ତୃତୀୟାଂଶ ଆସନରେ ଟିକେଟ୍ ଦେବ ବୋଲି ଅନ୍ତର୍ଜାତୀୟ ମହିଳା ଦିବସରେ ସେ ଘୋଷଣା କରିଛନ୍ତି।

ଶୁକ୍ରବାର ଶଙ୍ଖ ଭବନରେ ଦଳର ମହିଳା ନେତ୍ରୀ ମାନଙ୍କୁ ସମ୍ବୋଧନ କରିବା ସମୟରେ ଏହା ସେ କହିଛନ୍ତି। ବର୍ତ୍ତମାନର ଓଡ଼ିଶା ମହାବାତ୍ୟା ପରେ ୨୦୦୦ ସମୟର ଓଡ଼ିଶା ନୁହେଁ। କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଓଡ଼ିଶା ଗଢ଼ିଥିବା ସେ କହିଛନ୍ତି। ଲୋକସଭାକୁ ଏକ ତୃତୀୟାଂଶ ମହିଳାଙ୍କୁ ପଠାଇ ମୁଖ୍ୟମନ୍ତ୍ରୀ ମହିଳା ସଶକ୍ତିକରଣର ବାର୍ତ୍ତା ଦେଇଛନ୍ତି। ଚଳିତ ଥର ମଧ୍ୟ ବିଜେଡି ସମାନ ସଂଖ୍ୟକ ଆସନରେ ମହିଳାଙ୍କୁ ଟିକେଟ ଦେବ।

“କେବଳ ରାଜନୀତିରେ ନୁହେଁ, ସାମାଜିକ ତଥା ଅର୍ଥନୈତିକ କ୍ଷେତ୍ରରେ ମଧ୍ୟ ମହିଳା ଭାଗିଦାରୀ ବୃଦ୍ଧି ପାଇଛି। ମିଶନ ଶକ୍ତି ଦ୍ୱାରା ନିଆଯାଇଥିବା ପଦକ୍ଷେପ ଯୋଗୁଁ ମହିଳାଙ୍କ ଆୟ ବହୁ ପରିମାଣରେ ବୃଦ୍ଧି ପାଇଛି। ସେମାନେ ସୁଧମୁକ୍ତ ଋଣ ନେଇ ଏହାକୁ ବ୍ୟବହାର କରୁଛନ୍ତି। ମିଶନ ଶକ୍ତି ମହିଳାମାନେ ଚଳିତ ବର୍ଷ ପ୍ରାୟ ୧୫,୦୦୦ କୋଟି ଟଙ୍କା ଋଣ ପାଇବେ ବୋଲି ଫାଇଭ ଟି ଅଧ୍ୟକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri