ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରାଯାଇଛି। ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପ୍ରଭାରି ସୁନୀଲ ବଂଶଲ, ଡି. ପୁରନ୍ଦେଶ୍ୱରୀ, ବିଜୟପାଲ ସିଂ ତୋମାର, ସମ୍ବିତ ପାତ୍ର, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ମନମୋହନ ସାମଲ, କନକ ବର୍ଦ୍ଧନ ସିଂଦେଓ, ସୁରମା ପାଢୀ, ପ୍ରଭାତୀ ପରିଡା, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ମାନସ ମହାନ୍ତି, ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ମୋହନ ମାଝି, ସୁକାନ୍ତ ନାୟକ, ଭାସ୍କର ମଡେଇ, ପ୍ରକାଶ ସୋରେନ, ନବ ଚରଣ ମାଝି, ସନାତନ ବିଜୁଳି, ବୁଢାନ ମୁର୍ମୁ, ଗଣେଶରାମ ଖୁଣ୍ଟିଆ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଐର ଖାରବେଳ ସ୍ବାଇଁ, ବିଭୁ ପ୍ରସାଦ ତରାଇ, ପବିତ୍ର ଆଚାର୍ଯ୍ୟ, କାଳନ୍ଦୀ ସାମଲ, ଅଭିମନ୍ୟୁ ସେଠୀ ଏବଂ ହେମନ୍ତ ପାଢ଼ୀ ରହିଛନ୍ତି।