ମେଣ୍ଟକୁ ନେଇ ଘନଘନ ବୈଠକ: ବିଜେଡ଼ି, ଭାଜପା କହିଲେ…

ଭୁବନେଶ୍ୱର, ୧୨।୩: ରାଜ୍ୟରେ ମେଣ୍ଟକୁ ନେଇ ଦ୍ୱନ୍ଦ ଲାଗି ରହିଥିବା ବେଳେ । କେଉଁଠି ନା କେଉଁଠି   ଲୋକଙ୍କ ମନକୁ ଆସୁଛି  ମେଣ୍ଟ ହେବ! ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁ ନଥିବା ବେଳେ ମଙ୍ଗଳବାର ଏହା ସ୍ପଷ୍ଟ ହୋଇପାରେ  ବୋଲି କୁହାଯାଉଛି। ରାଜ୍ୟ ରାଜଧାନୀରୁ ନେଇ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଘନ ଘନ ବୈଠକ ।
ଆସନ ବୁଝାମଣାକୁ ନେଇ ଚର୍ଚ୍ଚା ଭିତରେ ପ୍ରତିକ୍ରିୟା ରଖିଛନ୍ତି ଉଭୟ ଭାଜପା ଓ ବିଜେଡି ନେତା । ଭାଜପା ବିଧାୟକ ନାଉରୀ ନାୟକ କହିଛନ୍ତି, ଶୀର୍ଷ ନେତୃତ୍ୱ ଯାହା ନିଷ୍ପତି ନେବେ ଦଳର ଶୃଙ୍ଖଳିତ କର୍ମୀ ଭାବେ ତାକୁ ଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ଯାହା ନିଷ୍ପତି ନେବେ ଭାଜପା  ଏବଂ ଓଡ଼ିଶା ପାଇଁ ଭଲ ହେବ ବୋଲି କହିଛନ୍ତି ନାଉରୀ ନାୟକ ।
ସେହିପରି ବିଧାୟକ ସୂରଜ ସୂର୍ଯ୍ୟବଂଶୀ କହିଛନ୍ତି, ମେଣ୍ଟ ନେଇ ରାଜ୍ୟ ସଭାପତି ପୂର୍ବରୁ କହି ସାରିଛନ୍ତି ।
ଅନ୍ୟପକ୍ଷେ ବିଜେଡି ବିଧାୟକ ପର୍ଶୁରାମ ଧଡ଼ା କହିଛନ୍ତି, ମେଣ୍ଟ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ । ମୁଖ୍ୟମନ୍ତ୍ରୀ ଓଡ଼ିଶା ସ୍ବାର୍ଥ ପାଇଁ ସବୁବେଳେ ପଦକ୍ଷେପ ନେଇଥାନ୍ତି ଓ ନେଉଛନ୍ତି । ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତିି ନେବେ ସମସ୍ତେ ତାକୁ ମାନିବେ । ଆସନ ବୁଝାମଣା ନେଇ ତର୍ଜମା ଚାଲିଛି ।

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri