ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ ଭାରତୀୟ ସମ୍ବିଧାନ ଓ ସ୍ବାଧୀନତା ସଂଗ୍ରାମରେ ବାବା ସାହେବଙ୍କ ଯୋଗଦାନ ଉପରେ ଆଲୋକପାତ କରିଥିଲେ। ପାଟଣା ବିଧାୟକଙ୍କ ବ୍ଲକ୍‌ ପ୍ରତିନିଧି କମଳା କାନ୍ତ ଦାଶ, ବରିଷ୍ଠ ଆଇନଜୀବୀ ରାଧାକାନ୍ତ ମହାନ୍ତ, ନାରୀ ନେତ୍ରୀ ସୋମବାରୀ ମୁଣ୍ଡା, ବରିଷ୍ଠ ନେତା ସୁବ୍ରତ କୁମାର ଦ୍ୱିବେଦୀ, ନିରଞ୍ଜନ ମହାନ୍ତ, ଉମାକାନ୍ତ ମହାନ୍ତ, ଅନୁରୋଧ ମହାନ୍ତ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା

କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା...

ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି...

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ...

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ...

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ...

ସମାନ କାମକୁ ସମାନ ଦରମା ଦିଆଯାଉ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା...

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ...

ଭେଣ୍ଡିଂ ଜୋନ୍‌ରେ ବସୁନାହାନ୍ତି ଉଠା ପରିବା ଦୋକାନୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଉଠା ପନିପରିବା ବେପାରୀମାନଙ୍କ ଲାଗି ବଡ଼ ବଜାର ଭାରତୀ ବିଦ୍ୟାପୀଠ ସମ୍ମୁଖ ଓ ସାନ ବଜାର ବ୍ଲକ ସମ୍ମୁଖରେ ଭେଣ୍ଡିଂ ଜୋନ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image