ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: ତଦନ୍ତ ପାଇଁ ଗଠନ ହେଲା ୩ ଜଣିଆ ଟିମ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା ଆରମ୍ଭ କରିଛି। ଅନ୍ୟପଟେ ତଦନ୍ତ ପାଇଁ ୩ ଜଣିଆ ଟିମ୍‌ ଗଠନ କରାଯାଇଛି। ଅତିରିକ୍ତ ଡିସିପି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ ହୋଇଛି। ସ୍ବତନ୍ତ୍ର ଟିମ୍‌ ହଷ୍ଟେଲ୍‌ରେ ତଦନ୍ତ କରିବା ସହ ଓ୍ବାର୍ଡେନ୍‌ ଓ ସହପାଠୀଙ୍କୁ ପଚରା ଉଚରା କରାଯାଇଛି।

Share