ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା : ପ୍ରତିକ୍ରିୟା ରଖିଲେ ଅଧ୍ୟକ୍ଷ

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ କଲେଜ ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ସୋମବାର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ରୁଚିକା ଆତ୍ମହତ୍ୟା ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ରଟିମ୍‌ ଗଠନ ହୋଇଛି । ଏହି ଟିମ୍‌ରେ କଲେଜର ୭ ଜଣ ସଦସ୍ୟ ରହିଛନ୍ତି । ପୋଲିସକୁ ସମ୍ପୂର୍ଣ୍ଣ ସହଯୋଗ କରାଯାଉଛି । ଅନ୍ୟପକ୍ଷେ ସୋମବାର ହେବାକୁ ଥିବା ଯୁକ୍ତ ୩ ଶେଷ ବର୍ଷ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମ କରିବ ଓଡିଶା

ଭୁବନେଶ୍ୱର,୨୫ା୩: ଓଡିଶା ସରକାର ୯ ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମର ଚତୁର୍ଥ ପର୍ଯ୍ୟାୟ କରିବାକୁ ଯାଉଛନ୍ତି। ଏହି ନିଲାମ ଇ-ଟେଣ୍ଡରିଂ ପ୍ରକ୍ରିୟା ମାଧ୍ୟମରେ...

ହସ୍ପିଟାଲରୁ ଚମ୍ପଟ ମାରିଲେ କଏଦୀ

ଢେଙ୍କାନାଳ,୨୫।୩: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମଙ୍ଗଳବାର ଚିକିତ୍ସା ପାଇଁ ଆସିଥିବା ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ମିଳିଥିବା ସୂଚନା ମୁତାବକ, ଚିକିତ୍ସା ପାଇଁ...

ମଧ୍ୟାହ୍ନ ଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଟିଟିଲାଗଡ଼,୨୫।୩(ଶରତ କୁମାର ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ପଞ୍ଚାୟତ ଅଧୀନରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନ ଭୋଜନ ଖାଇ...

ସରକାରୀ ବାବୁଙ୍କ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୫।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍‌ ତାଙ୍କ ବାସଭବନ...

ରାଜ୍ୟରେ ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’, ଏହି ସମସ୍ତ ରୁଟରେ ଚାଲିବ

ଭୁବନେଶ୍ୱର,୨୫ା୩: ଓଡିଶା ସରକାର ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଆରମ୍ଭ କରିବେ, ଯାହା ରାଜ୍ୟର ସମସ୍ତ ରୁଟରେ ଚଳାଚଳ କରିବ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା...

ରାଜ୍ୟରେ ସରକାରୀ ହସ୍ପିଟାଲ ତୁଳନାରେ ବେସରକାରୀ ହସ୍ପିଟାଲରେ ସି-ସେକ୍ସନ ଡେଲିଭରି ହାର ଅଧିକ

ଭୁବନେଶ୍ୱର,୨୫ା୩: ଓଡିଶା ବିଧାନସଭାରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ସରକାରୀ ହସ୍ପିଟାଲ ତୁଳନାରେ ବେସରକାରୀ ହସ୍ପିଟାଲରେ ସିଜାରିଆନ୍ କିମ୍ବା ସି-ସେକ୍ସନ ଡେଲିଭରି ସଂଖ୍ୟା ଯଥେଷ୍ଟ ଅଧିକ। ବିଧାୟକ...

ଚଢାଉ ବେଳେ STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇଦେଲେ ଗଞ୍ଜେଇ ମାଫିଆ

ବୌଦ୍ଧ,୨୫।୩: ବୌଦ୍ଧ ଅଞ୍ଚଳରୁ ଛତିଶଗଡ଼କୁ ଗଞ୍ଜେଇ ଚାଲାଣବେଳେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଚଢାଉ କରିଥିବା STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ...

ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରୁ ମଳିଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୨୫।୩ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ବାବୁଙ୍କ ଭୁବନେଶ୍ବରସ୍ଥିତ ଫ୍ଲାଟରୁ ନଗଦ ୧୭ ଲକ୍ଷ ଟଙ୍କା ଜବତ ହୋଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image