ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା : ପ୍ରତିକ୍ରିୟା ରଖିଲେ ଅଧ୍ୟକ୍ଷ

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ କଲେଜ ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ସୋମବାର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ରୁଚିକା ଆତ୍ମହତ୍ୟା ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ରଟିମ୍‌ ଗଠନ ହୋଇଛି । ଏହି ଟିମ୍‌ରେ କଲେଜର ୭ ଜଣ ସଦସ୍ୟ ରହିଛନ୍ତି । ପୋଲିସକୁ ସମ୍ପୂର୍ଣ୍ଣ ସହଯୋଗ କରାଯାଉଛି । ଅନ୍ୟପକ୍ଷେ ସୋମବାର ହେବାକୁ ଥିବା ଯୁକ୍ତ ୩ ଶେଷ ବର୍ଷ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି ।

Share