ପ୍ରକାଶ ପାଇଲା ଭାଜପାର ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କିଏ ପାଇଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨।୪: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ଭାଜପା ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଆଉ୩୫ ଆସନରେ ଭାଜପା ପ୍ରାର୍ଥୀ ଘୋଷଣା କରିନାହିଁ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଏଥର ପୁଣି ଚାନ୍ଦବାଲିରୁ ପ୍ରାର୍ଥୀ କରିଛି। ଏଣେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସମ୍ବଲପୁରରୁ ପୁଣି ଟିକେଟ୍‌ ପାଇଛନ୍ତି।

ତଳସରା- ଭବାନୀଶଙ୍କର ଭୋଇ, ସୁନ୍ଦରଗଡ କୁସୁମ ଟେଟେ
ବୀରମିତ୍ରପୁର- ଶଙ୍କର ଓରାମ, ରଘୁନାଥପାଲୀ- ଦୁର୍ଗା ଚରଣ ତନ୍ତୀ
ରାଜଗାଙ୍ଗପୁର- ନରସିଂହ ମିଞ୍ଜ, ବଣାଇ- ସେବତୀ ନାଏକ
କୁଚିଣ୍ଡା- ରବି ନାରାୟଣ ନାଏକ, ରେଙ୍ଗାଲି- ନାଉରୀ ନାଏକ
ରୋଢାଖୋଲ- ଦେବେନ୍ଦ୍ର ମହାପାତ୍ର, ଦେବଗଡ ସୁବାସ ପାଣିଗ୍ରାହୀ
ଆନନ୍ଦପୁର- ଆଲୋକ ସେଠୀ, କେନ୍ଦୁଝର- ମୋହନ ମାଝୀ
ଯଶୀପୁର- ଗଣେଶରାମ ସିଂ ଖୁଣ୍ଟିଆ, ଉଦଳା- ଭାସ୍କର ମଢେଇ
ବଡସାହି- ସନାତନ ବିଜୁଳି, ବାରିପଦା- ପ୍ରକାଶ ସୋରେନ
ମୋରଡା- କୃଷ୍ଣଚନ୍ଦ୍ର ମହାପାତ୍ର, ଜଳେଶ୍ବର- ବ୍ରଜ ପ୍ରଧାନ
ବାଲେଶ୍ବର- ମାନସ ଦତ୍ତ, ରେମୁଣା- ଗୋବିନ୍ଦ ଦାସ
ସୋର- ରାଜେନ୍ଦ୍ର ଦାସ, ସିମୁଳିଆ- ପଦ୍ମଲୋଚନ ପଣ୍ଡା
ଭଦ୍ରକ- ସୀତାଂଶୁ ଶେଖର ମହାପାତ୍ର, ଧାମନଗର- ସୂର୍ଯ୍ୟବଂଶୀ ସୂରଜ
ବିଂଝାରପୁର- ବବିତା ମଲ୍ଲିକ, ବଡଚଣା- ଅମର ନାୟକ
ଧର୍ମଶାଳା- ସ୍ମୃତିରେଖା ପହି, ଯାଜପୁର- ଗୌତମ ରାୟ
କୋରେଇ- ଆକାଶ ଦାସ ନାୟକ, ସୁକିନ୍ଦା- ପ୍ରଦୀପ ବଳସାମନ୍ତ
ଢେଙ୍କାନାଳ- କୃଷ୍ଣଚନ୍ଦ୍ର ପାତ୍ର, କାମାକ୍ଷାନଗର- ଶତୃଘ୍ନ ଜେନା
ପରଜଙ୍ଗ- ବିଭୁତି ଭୂଷଣ ପ୍ରଧାନ, ପାଲଲହଡା ଅଶୋକ ମହାନ୍ତି
ତାଳଚେର- କାଳିନ୍ଦୀ ସାମଲ, ଛେଣ୍ଡିପଦା- ଅଗସ୍ତୀ ବେହେରା
ଆଠମଲ୍ଲିକ- ସଂଜୀବ ସାହୁ, ବୀରମହାରାଜପୁର- ରଘୁନାଥ ଜଗଦଳା
ସୋନପୁର- ପ୍ରମୋଦ ମହାପାତ୍ର, ଲୋଇସିଂହା- ମୁକେଶ ମହାଲିଙ୍ଗ
ବଲାଙ୍ଗିର- ଗୋପାଳଜୀ ପାଣିଗ୍ରାହୀ, ଟିଟିଲାଗଡ- ନବୀନ ଜୈନ
କଣ୍ଟାବାଂଜି- ଲକ୍ଷ୍ମଣ ବାଗ, ନୂଆପଡା- ଅଭିନନ୍ଦନ ପଣ୍ଡା
ଖଡିଆଳ- ହିତେଶ ବଗର୍ତ୍ତୀ, ଉମରକୋଟ- ନିତ୍ୟାନନ୍ଦ ଗଣ୍ଡ
ନବରଙ୍ଗପୁର- ଗୌରୀଶଙ୍କର ମାଝୀ, ଲାଞ୍ଜିଗ ରମେଶ ମାଝୀ
ଜୁନାଗଡ- ମନୋଜ ମେହେର, ଧର୍ମଗଡ- ସୁଧୀର ପାଟ୍ଟଯୋଶୀ
ନର୍ଲା-ଅନିରୁଦ୍ଧ ପ୍ରଧାନ, ବାଲିଗୁଡା-କଳ୍ପନା କହଁର
ଜି ଉଦୟଗିର-ମାନଗୋବିନ୍ଦ ପ୍ରଧାନ, ଫଳବାଣୀ- ଉମା ଚରଣ ମଲ୍ଲିକ
କଣ୍ଟାମାଳ- କହ୍ନେଇ ଚରଣ ଡାଙ୍ଗ, ବୌଦ୍ଧ- ସରୋଜ ପ୍ରଧାନ
ବଡମ୍ବା ସମ୍ବିତ ତ୍ରିପାଠୀ, ବାଙ୍କୀ- ତୁଷାରକାନ୍ତ ଚକ୍ରବର୍ତ୍ତୀ
ଆଠଗଡ- ଅଭୟ ବାରିକ, ଚୌଦ୍ବାର- ନୟନ କିଶୋର ମହାନ୍ତି
ନିଆଳି- ଛବି ମଲ୍ଲିକ, କଟକ ସଦର- ପ୍ରକାଶ ସେଠୀ

ମାହାଙ୍ଗା- ସୁମନ୍ତ ଘଢେଇ, ପାଟକୁରା- ତେଜେଶ୍ବର ପରିଡା
ଆଳି- କୃଷ୍ଣଚନ୍ଦ୍ର ପଣ୍ଡା, ମହାକାଳପଡା- ଦୁର୍ଗାପ୍ରସନ୍ନ ନାୟକ
ପାରାଦୀପ- ସଂପଦ ସ୍ବାଇଁ, ତିର୍ତ୍ତୋଲ- ରାଜକିଶୋର ବେହେରା
ନିମାପଡା- ପ୍ରଭାତି ପରିଡା, ପୁରୀ- ଜୟନ୍ତ ଷଢଙ୍ଗୀ
ବ୍ରହ୍ମଗିରି- ଉପାସନା ମହାପାତ୍ର, ସତ୍ୟବାଦୀ- ଓମ ପ୍ରକାଶ ମିଶ୍ର
ପିପିଲି- ଆଶ୍ରିତ ପଟ୍ଟନାୟକ, ଜୟଦେବ- ଅରବିନ୍ଦ ଢାଲି
ଭୁବନେଶ୍ବର ମଧ୍ୟ- ଜଗନ୍ନାଥ ପ୍ରଧାନ, ଭୁବନେଶ୍ବର ଉତ୍ତର- ପ୍ରିୟଦର୍ଶୀ ମିଶ୍ର
ଏକାମ୍ର- ବାବୁ ସିଂହ, ଜଟଣୀ- ବିଶ୍ବରଂଜନ ବଡଜେନା
ଚିଲିକା- ପୃଥ୍ବୀରାଜ ହରିଚନ୍ଦନ, ରଣପୁର- ତାପସ ମାର୍ଥା
ଖଣ୍ଡପଡା- ଦୁଷ୍ମନ୍ତ ସ୍ବାଇଁ, ଦଶପଲ୍ଲା- ରାଘବ ମଲ୍ଲିକ
ନୟାଗଡ- ପ୍ରତ୍ୟୁଷା ରାଜେଶ୍ବରୀ ସିଂହ, ଭଂଜନଗର- ପ୍ରଦ୍ୟୁମ୍ନ ନାଏକ
ଖଲ୍ଲିକୋଟ- ପୂର୍ଣ୍ଣଚନ୍ଦ୍ର ସେଠୀ, ଛତ୍ରପୁର- କୃଷ୍ଣଚନ୍ଦ୍ର ନାୟକ
ଆସିକା- ସରୋଜ ପାଢୀ, ସୋରଡା- ନୀଳମଣି ବିଷୋୟୀ
ହିଂଜିଳି- ଶିଶିର ମିଶ୍ର, ଗୋପାଳପୁର- ବିଭୂତି ଜେନା
ବ୍ରହ୍ମପୁର- କେ. ଅନୀଲ କୁମାର, ଦିଗପହଣ୍ଡି- ସିଦ୍ଧାନ୍ତ ମହାପାତ୍ର
ଗୁଣପୁର- ତ୍ରିନାଥ ଗମାଙ୍ଗ, କୋରାପୁଟ- ରଘୁରାମ ମାଛ
ପଟ୍ଟାଙ୍ଗୀ- ଚୈତନ୍ୟ ହନ୍ତାଳ, ମାଲକାନଗିରି- ନରସିଂହ ମାଡକାମୀ

Share