ଉତ୍ତରାଖଣ୍ଡରେ ଭାଜପା-କଂଗ୍ରସ କଡ଼ା ମୁକାବିଲା…

ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରାଖଣ୍ଡରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳୁଛି। ୭୦ ଆସନ ବିଶିଷ୍ଟ ଉତ୍ତରାଖଣ୍ଡ ବିଧାନସଭାରେ ଭାଜପା ୩୪ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୩୪ଟି ବିଧାନସଭା ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟାନ୍ୟ ୨ ଆସନରେ ଆଗୁଆ ରହିଛନ୍ତିି।

Share