ଗୋଆରେ ଭାଜପା-କଂଗ୍ରେସ ମୁହାଁମୁହିଁ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଗାଆରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୧୫ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୧୫ ଆସନରେ ଆଗୁଆ ରହିଛି। ଅପରପକ୍ଷରେ ତୃଣମୂଳ କଂଗ୍ରେସ ୭ ଏବଂ ଅନ୍ୟାନ୍ୟ ୩ ଆସନରେ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ଦେଶ ଏକ ନିର୍ବାଚନ’ ପାଇଁ ଜେପିସି କମିଟି ଗଠନ: ଓଡିଶାରୁ ସମ୍ବିତ, ଭର୍ତ୍ତୃହରି

ନୂଆଦିଲ୍ଲୀ,୧୮ା୧୨: ଏକ ଦେଶ, ଏଲ ନିର୍ବାଚନ ପାଇଁ ମିଳିତ ସଂସଦ କମିଟି (ଜେପିସି) ଗଠନ କରାଯାଇଛି। ଅନୁରାଗ ଠାକୁର ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ପରି ସାଂସଦଙ୍କ...

ଗୋଟିଏ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଖାର୍ଗେ, ରାହୁଲ: ନେଇଗଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୮ା୧୨: ଭାରତର ପରବର୍ତ୍ତୀ ଜାତୀୟ ମାନବ ଅଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ନିଯୁକ୍ତି ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟିର ବୈଠକ ବୁଧବାର...

ମୁମ୍ବାଇରେ ନୌସେନା, ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ତିନି ଯବାନଙ୍କ ସମେତ ୧୩ ମୃତ

ମୁମ୍ବାଇ,୧୮ା୧୨: ବୁଧବାର ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆରୁ ହାତୀ ଦ୍ୱୀପ ଆଡକୁ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଟ୍ ଦୁର୍ଘଟଣା ପରେ ବୁଡ଼ି...

ଷ୍ଟେଶନରେ କମ୍ବଳ ଘୋଡେଇ ଶୋଇଥିଲେ ମହିଳା, ମୃତଦେହ ଭାବି ପୋଷ୍ଟମର୍ଟମ କରିବାକୁ ଦେଲେ ନିର୍ଦ୍ଦେଶ, ତା’ ପରେ ଯାହା ଘଟିଲା…

ପାଟନା,୧୮।୧୨: ବିହାରର ଅରରିଆରେ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ରେଳ ଷ୍ଟେଶନରେ କମ୍ବଳ ଘୋଡେଇ ଶୋଇଥିବା ବେଳେ ରେଳ ବିଭାଗର ସଫେଇ...

ବାବା ସାହେବ ଆମ୍ବେଦକର କାହିଁକି କରିଥିଲେ ଧର୍ମ ପରିବର୍ତ୍ତନ? ହିନ୍ଦୁରୁ ହୋଇଥିଲେ…

ନୂଆଦିଲ୍ଲୀ,୧୮।୧୨: ଲୋକ ସଭା ଏବଂ ରାଜ୍ୟ ସଭାରେ ସମ୍ବିଧାନ ଉପରେ ଜୋରଦାର ବିତର୍କ ଚାଲିଥିଲା। ଗୃହମନ୍ତ୍ରୀ ଅମିତ ଶାହଶଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା...

ମୁମ୍ବାଇ ଉପକୂଳରେ ବୁଡ଼ିଲା ବୋଟ୍: ୪୦ ନିଖୋଜ

ମୁମ୍ବାଇ,୧୮ା୧୨: ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ...

‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’

ନୂଆଦିଲ୍ଲୀ,୧୮ା୧୨: କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କଂଗ୍ରେସକୁ ସମ୍ବିଧାନ ବିରୋଧୀ, ଆମ୍ବେଦକର ବିରୋଧୀ କହିଛନ୍ତି ଶାହା। ନେହରୁ ଓ...

ନଡ଼ିଆ ତେଲ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଉପକୃତ ହେବେ ସାଧାରଣ ଲୋକ

ନୂଆଦିଲ୍ଲୀ,୧୮ା୧୨: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri