ମେଣ୍ଟ  ଚର୍ଚ୍ଚା ମଧ୍ୟରେ ଭାଜପା କୋର କମିଟି ବୈଠକ: ୨୧ ଲୋକସଭା,  ୧୪୭ ବିଧାନସଭା ଆସନ ଉପରେ…

ଭୁବନେଶ୍ୱର,୧୬।୩: ମେଣ୍ଟ  ଚର୍ଚ୍ଚା ମଧ୍ୟରେ ଶନିବାର ଭାଜପା ରାଜ୍ୟ ନିର୍ବାଚନ କମିଟି ବୈଠକ ବସିବ । ଏହା ପୂର୍ବରୁ ଦଳର କୋର କମିଟି ବୈଠକ ବସିଛି । ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏହି ବୈଠକ ବସିଛି। ବୈଠକରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ନିର୍ବାଚନ ପ୍ରଭାରୀ, ସହ ପ୍ରଭାରୀ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ସହ ଅନ୍ୟ ବରିଷ୍ଠ ନେତା ବୈଠକରେ ସାମିଲ ହୋଇଛନ୍ତି।
ଏହି ବୈଠକରେ ୨୧ ଲୋକସଭା କ୍ଷେତ୍ର ଏବଂ ୧୪୭ ବିଧାନସଭା ନିର୍ବାଚନ ମଣ୍ଡଳୱାରୀ ସ୍ଥିତି ସମୀକ୍ଷା କରାଯିବ । ଏଥିସହ ନିର୍ବାଚନ ରୋଡ ମ୍ୟାପ ପ୍ରସ୍ତୁତ ନେଇ ବୈଠକରେ ଆଲୋଚନା କରାଯିବ । ବୈଠକରେ ଯୋଗଦେବା ପାଇଁ ସକାଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜୟ ପାଲ ସିଂ ତୋମାର କହିଛନ୍ତି, ନିର୍ବାଚନ କମିଟିରେ ସବୁ ଆସନ ନେଇ ଆଲୋଚନା ହେବ । ଦଳ ବିଧାନସଭା ଓ ଲୋକସଭାରେ ଦୃଢତାର ସହ ଲଢିବ ।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri