Posted inVideo

BJP didn’t care about me: Dama । ଦଳ ମୋତେ ଅଲୋଡା କଲା – ଦାମ

Featured Video Play Icon

Senior leader Damodar Rout who had joined BJP after being expelled from BJD in the run up to 2019 general elections, has resigned from the saffron party. Rout sent his resignation to Odisha BJP president Basant Panda Wednesday. Speaking to reporters, he accused the BJP of neglecting him and promised to spend the rest of his life defending the interests of Odisha while promoting Biju Patnaik’s ideals.

ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି । ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି । ଇସ୍ତଫା ପତ୍ର ଦେବା ପରେ କ୍ଷୋଭ ପ୍ରକାଶ କରି ଦାମ କହିଛନ୍ତି , ”ନିଜକୁ ଦଳରେ ଅଲୋଡା ଅନୁଭବ କରୁଛି । ସାଧାରଣ ନିର୍ବାଚନରେ ଜନମତ ସୃଷ୍ଟି ପାଇଁ ମୋତେ ଭାଜପାର ବରିଷ୍ଠ ନେତା ଦଳରେ ସାମିଲ କରିଥିଲେ ।’ ଆଗକୁ ବିଜୁଙ୍କ ଅନୁଗତ ଭାବେ ରାଜ୍ୟରେ ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri