Advertisement

ନାମାଙ୍କନ ଦାଖଲ କଲେ ଭାଜପା ପ୍ରାର୍ଥୀ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ବରଗଡ଼ ଲୋକ ସଭା ଏମ୍‌ପି ସୁରେଶ ପୂଜାରୀଙ୍କ ସମେତ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share