ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୫।୧୦: ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା। ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦିଆଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ବୈଜୟନ୍ତଙ୍କୁ ଇନଚାର୍ଜ ଭାବେ ନିଯୁକ୍ତି କରିଛି। ସେହିପରି ଏମ୍‌ପି ଅତୁଲ ଗର୍ଗଙ୍କୁ ସହକାରୀ ଇନଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି। ଉଭୟଙ୍କୁ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତି ଦେଇଛନ୍ତି।

ଦିଲ୍ଲୀ ବିଧାନସଭା ନିର୍ବାଚନ ଆଗକୁ ଅଛି। ସେଥିପାଇଁ ଦେଶର ପ୍ରମୁଖ ରାଜନୈତିକ ଦଳମାନେ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଶାସନ କ୍ଷମତାରେ ଥିବା ଆପ ଲଗାତାର ଭାବେ ସଭା ଓ ରୋଡ ଶୋ’ କରୁଥିବା ବେଳେ ଭାଜପା ମଧ୍ୟ ନିଜର ରଣନୀତି ପ୍ରସ୍ତୁତି କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ : ୪୬ ପ୍ରକଳ୍ପ ଉନ୍ନତୀକରଣ ପାଇଁ ୪୪ କୋଟିର ପ୍ରସ୍ତାବ

ଭବାନୀପାଟଣା,୩୦ା୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଥିବା ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ ଖୁବ୍‌ଶୀଘ୍ର ବଦଳିବାକୁ ଯାଉଛି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ...

କ୍ରିପ୍ଟୋ କରେନ୍ସି ନାଁରେ ୧ ଲକ୍ଷ ଠକେଇ

ବ୍ରହ୍ମପୁର,୩୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): କ୍ରିପ୍ଟୋ କରେନ୍ସି ନାଁରେ ବ୍ରହ୍ମପୁରର ଜଣେ ଯୁବକଙ୍କଠାରୁ ଟଙ୍କା ଠକେଇ ହୋଇଛି। ସାଇବର ଠକ ପ୍ରାୟ ୧ ଲକ୍ଷ ଟଙ୍କା ଠକି...

ଦିଲ୍ଲୀ ପ୍ୟାରେଡ଼ରେ ଯୋଗଦେବେ ସୁମେଶ

ଗଞ୍ଜାମ,୩୦ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ସିନିୟର୍‌ ଡିଭିଜନ ନାଭାଲ ଏନ୍‌ସିସି କ୍ୟାଡେଟ ସୁମେଶ ପଲାଇ ଦିଲ୍ଲୀ ଜନପଥରେ ଅନୁଷ୍ଠିତ ହେବାକୁ ଥିବା ୨୦୨୫ ପ୍ୟାରେଡ଼ରେ ଭାଗ...

Featured Video Play Icon

୨୪ ଘଣ୍ଟା ପରେ ଆହୁରି ଖସିବ ପାରଦ

ନୂଆବର୍ଷରୁ ରାଜ୍ୟକୁ ପୁଣି ଫେରିବ ଶୀତ ।୨୪ ଘଣ୍ଟା ପରେ ରାଜ୍ୟରେ ଆହୁରି ଖସିବ ପାରଦ । ଏବେ ପାରଦ ଖସିବା ସହ ଅନୁଭୂତ ହେଉଛି...

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍

ଭୁବନେଶ୍ୱର,୩୦।୧୨: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦୁଇଟି ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମୁମ୍ବାଇରୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ  ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ...

ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ସାହୁ ଭାଉଜଙ୍କ ବିରୋଧରେ ପୋଲିସ ରୁଜୁ କଲା ମାମଲା

ମାଲକାନଗିରି, ୩୦ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ କତାମେଟାରେ ଶନିବାର ଶ୍ରୀକ୍ଷେତ୍ର ଅପେରା ଯାତ୍ରା କରୁଥିବା ବେଳେ ଜଣେ ତରୁଣୀଙ୍କ ଅଶ୍ଳୀଳ ନୃତ୍ୟକୁ ଆଧାରକରି...

ଦିଲ୍ଲୀ ସାଧାରଣତନ୍ତ୍ର ଦିବସରେ ଅଭିନୟ ପାଇଁ ମନୋନୀତ ହେଲେ ବୃନ୍ଦାବନ ସାଂକୃତିକ ଅନୁଷ୍ଠାନର କଳାକାର

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଷାଠିଏ ଜଣ କଳାକାର କେନ୍ଦ୍ର ସଂସ୍କୃତି ବିଭାଗ ଓ କେନ୍ଦ୍ର ସଙ୍ଗୀତ ନାଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri