ଅତାବିରାରେ ଭାଜପା ଆଗୁଆ

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ୭୯୦୦ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦଙ୍କୁ ୨୧ହଜାର ୪୧୯ ଭୋଟ୍‌ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ୧୩ହଜାର ୫୧୯ ଖଣ୍ତ ଭୋଟ୍‌ ପଡ଼ିଛି। କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ଙ୍କୁ ୧୭୫୩ ଖଣ୍ଡ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଦ୍ୱିତୀୟ ଦିନରେ ଚଢାଉ ଜାରି

ସମ୍ବଲପୁର,୧୯ା୧୨(ପ୍ରମୋଦ ବହିଦାର): ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା...

୧୮ ଇଭେଣ୍ଟରେ ପାରଦର୍ଶିତା ଦେଖାଇଲେ ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୧୯।୧୨-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡୋତ୍ସବ ଉଦ୍‌ଯାପିତ...

ମେଘୁଆ ପାଗକୁ ଦେଖି ଚିନ୍ତାରେ ଚାଷୀ

ଗଞ୍ଜାମ,୧୯।୧୨(ବିଦ୍ୟାଧର ସାହୁ):ଗତ ଦୁଇଦିନ ହେଲା ପାଗ ମେଘୁଆ ରହିଛି। ଯାହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ସ୍ଥାନୀୟ ଅଞ୍ଚଳର ଚାଷୀ l ଗଞ୍ଜାମ ବ୍ଲକ ଅଞ୍ଚଳରେ...

ହଷ୍ଟେଲରେ ଝୁଲିପଡ଼ିଲେ ଛାତ୍ରୀ: ପୋଲିସ କରୁଛି ଛାନଭିନ୍‌

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରି ବିଶ୍ୱବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସ (ହଷ୍ଟେଲ)ଭିତରୁ ଗୁରୁବାର ସକାଳରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ...

ଟ୍ରକ ଅଟକାଇ ଟଙ୍କା ମାଗୁଥିଲେ ଦୁର୍ବୁତ୍ତ: ଟଙ୍କା ନ ଦେବାରୁ ଗୋଡାଇ ଗୋଡାଇ ହାଣିଲେ

ଭଦ୍ରକ, ୧୯।୧୨(ସନାତନ ରାଉତ)- ଭଦ୍ରକ ନୂଆ ବସ ଷ୍ଟାଣ୍ଡ ପୋଲ ତଳେ ବୁଧବାର ବିଳମ୍ବିତ ରାତିରେ ଟ୍ରକ ଡ୍ରାଇଭର ସମେତ ୩ ଜଣକୁ ଆକ୍ରମଣ ହୋଇଛି...

ଏନ୍‌ଆଇଏନ୍‌ଏଲ୍‌ର ଜନଶୁଣାଣିକୁ ସମର୍ଥନ

ଯାଜପୁର,୧୯ା୧୨(ହର୍ଷବର୍ଦ୍ଧନ ବେହେରା) :କଳିଙ୍ଗନଗର ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ର ଆସନ୍ତା ୨୦ ତାରିଖ ଶୁକ୍ରବାର ହେବାକୁ ଥିବା ଜନଶୁଣାଣୀକୁ ବିସ୍ଥାପିତ ପରିବାର ଉନ୍ନୟନ ପରିଷଦ...

ସ୍ପଷ୍ଟ ଦିବାଲୋକରେ କାର କାଚ ଭାଙ୍ଗି ହଜାର ହଜାର ଟଙ୍କା ଲୁଟ୍‌

ଦେବଗଡ,୧୯।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳର ଜନଗହଳି ପୂର୍ଣ୍ଣ ଶ୍ରୀ ଅରବିନ୍ଦ ସ୍କୁଲ ଛକରୁ ସ୍ପଷ୍ଟ ଦିବାଲୋକରେ ଏକ କାରର କାଚ ଭାଙ୍ଗି ୭୮ ହଜାର...

ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri